ଶିବ ଶପଥ କାର୍ଯ୍ୟକ୍ରମର ଶୁଭାରମ୍ଭ : ଜେପି ନଡ୍ଡା
ନୂଆଦିଲ୍ଲୀ- ସେପ୍ଟେମ୍ବର ୧୭ ତାରିଖରେ ହେବାକୁ ଥିବା ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ ତମ ଜନ୍ମ ଦିନ ଅବସରରେ ବିଜେପି ସଭାପତି ଜେପି ନଡ୍ଡା ଶିବ ଶପଥ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଉତରପ୍ରଦେଶର ଗୌତମ ବୁଦ୍ଧ ନଗର ଜିଲ୍ଲାରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...