Browsing Category

ପ୍ରମୁଖ ଖବର

ଆଜିଠାରୁ ମାଟ୍ରିକ ସପ୍ଲିମେଂଟାରୀ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର- ରାଜ୍ୟରେ ଆଜିଠାରୁ ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଂଟାରୀ ଓ ଓଡିଶା ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା । ଏହା ପରୀକ୍ଷା ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୫୩ଟି ପରୀକ୍ଷା କେନ୍ଦ୍ରରେ ୨୨,୪୬୯ ମାଟ୍ରିକ ସପ୍ଲିମେଂଟାରୀ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ
Read More...

ରାଜ୍ୟସଭା ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂ

ଭୁବନେଶ୍ୱର- ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ହରିଂବଶ ନାରାୟଣ ସିଂଙ୍କୁ ନ ସମର୍ଥନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୂର୍ବ ନିର୍ବାଚନରେ ବିଜେଡି ମଧ୍ୟ ବରିବଂଶଙ୍କୁ ସମର୍ଥନ କରିଥିଲେ । ଆଜି ପୁଣି ଥରେ ବିହାର ମୁଖ୍ୟମନ୍ତ୍ରୀ ନିତୀଶ କୁମାର ଟେଲିଫୋନ ଯୋଗେ
Read More...

ଜେଏନୟୁର ପୂର୍ବତନ ଛାତ୍ର ଗିରଫ

ନୂଆଦିଲ୍ଲୀ- ଦିଲ୍ଲୀ ହିଂସା ଘଟଣାରେ ଗିରଫ ହେଲେଏ ଜେଏନୟୁର ପୂର୍ବତନ ଛାତ୍ରନେତା ଉମର ଖାଲିଦ । ଦୀର୍ଘ ୧୧ ଘଂଟା ଜେରାପରେ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରିଛି । ତାଙ୍କ ମୋବଇଲ ଫୋନକୁ ମଧ୍ୟ ଜବତ କରାଯାଇଛି । ଏତଦ ବ୍ୟତିତ ତାଙ୍କ ବିରୋଧରେ ୟୁଏପିଏ ଆକ୍ଟ ଲଗାଯାଇଛି ।
Read More...

୨୦୨୧ ମସିହା ଆରମ୍ଭ ବେଳକୁ ଦେଶରେ ମିଳିବ କୋଭିଡ-୧୯ ଭ୍ୟାକସିନ

ନୂଆଦିଲ୍ଲୀ- କରୋନାକୁ ନେଇ ଆସିଛି ବଡ ଆଶ୍ୱସ୍ତିର ବିଷୟ । ୨୦୨୧ ମସିହା ଆରମ୍ଭ ବେଳେକୁ କୋଭିଡ-୧୯ ଭ୍ୟାକସିନ ଦେଶରେ ମିଳିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି । ଭ୍ୟାକସିନ ବାହାରିବା ନେଇ ନିର୍ଦ୍ଧିଷ୍ଟ ସମୟ ଧାର୍ଯ୍ୟ ହୋଇନଥିଲେ ମଧ୍ୟ ୨୦୨୧ ପ୍ରଥମ ୩
Read More...

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ

ଭୁବନେଶ୍ୱର- ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରବିବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଭୁବନେଶ୍ୱର ଏମ୍ସରେ ଭର୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ସେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ
Read More...

୨୪ ଙ୍ଘଟାରେ ଗଲା ୧୨ ଜଣଙ୍କ ଜୀବନ

ଭୁବନେଶ୍ୱର- ରାଜ୍ୟରେ ଆଜି ୧୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ମୃତକ ୧୨ ଜଣଙ୍କ ମଧ୍ୟରୁ କଟକରୁ ୪, ବଲାଙ୍ଗିର ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, କନ୍ଧମାଳ, ମୟୂରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।
Read More...

ରାଜ୍ୟରେ ଆଜି ୪ ହଜାର ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର- ରାଜ୍ୟରେ ଆଜି ସର୍ବାଧିକ ୪,୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪୭୬ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୭୨୨ ଲୋକାଲ କେସ ରହିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୫୮,କଟକ ୩୬୭, ଅନୁଗୁଳ ୧୦୮, ବାଲେଶ୍ୱର ୧୩୦, ବରଗଡ ୯୫,
Read More...

ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର- ବଙ୍ଗୋପସଗାରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଳ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଂଚଳିକ ପାଣିପାଗ ବିଭାଗ କେନ୍ଦ୍ରରୁ ପୂର୍ବାନୁମାନ କରାଯାଇଛି । ମାଲକାନଗିରି,
Read More...

ନବନିଯୁକ୍ତ ଓଡିଶା କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲା କୁମାରଙ୍କୁ କରୋନା

ଭୁବନେଶ୍ଵର : ଓଡିଶା କଂଗ୍ରେସର ନୂଆ ପ୍ରଭାରୀ ଡ. ଏ. ଚେଲ୍ଲା କୁମାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କର କରୋନା ପରୀକ୍ଷା ପରେ ସେ ପଜିଟିଭ୍ ଥିବା ଜଣାପଡିଛି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ  ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ କରୋନା ନମୁନା ଟେଷ୍ଟ
Read More...

ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍ ଦାସଙ୍କ ପରଲୋକ ହୋଇଛି । କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ରବିବାର ତାଙ୍କର ପରଲୋକ ହୋଇଛି । ତେବେ ମୃତ୍ୟୁ ବେଳକୁ
Read More...