ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ
ଭୁବନେଶ୍ୱର- ପ୍ରକାଶ ପାଇଲା ଚଳିତ ବର୍ଷ ଯୁକ୍ତ ୨ କଳା ପାରୀକ୍ଷା ରେଜଲ୍ଟ । ପୁଅଙ୍କୁ ପଛରେ ପକାଇ ବାଜିମାତ କରିଛନ୍ତି ଝିଅ । କଳାରେ ୨ ଲକ୍ଷ ୧୯ ହଜାର ୭୧୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧ ଲକ୍ଷ ୪୮ ହଜାର ୪୫୨ ପରୀକ୍ଷାର୍ଥୀ ୬୭.୫୬ ପ୍ରତିଶତ ଛାତ୍ରଛାତ୍ରୀ ପାସ୍!-->…
Read More...
Read More...