ତିର୍ତୋଲ ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ
ଜଗତସିଂହପୁର- ଜଗତସିଂହପୁର ଜିଲ୍ଲା ତିର୍ତୋଲ ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ ହୋଇଛି । ଗତକାଲି ବିଳମ୍ବିତ ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ମରଶରୀରକୁ ପ୍ରଥମେ ହାଜିପୁର ଓ ବାଲିଆ ସ୍ଥିତ ଦଳୀୟ!-->…
Read More...
Read More...