Browsing Category

ପ୍ରମୁଖ ଖବର

ଖୋର୍ଦ୍ଧାକୁ ଟପିଲା କଟକ

ଭୁବନେଶ୍ୱର: ମହାମାରୀ କରୋନାରେ ଦ୍ୱିତୀୟ ଲହର ସଂକ୍ରମଣ ରାଜ୍ୟରେ ହ୍ରାସ ପାଇଥିଲା ବେଳେ ମୃତ୍ୟୁ ସଂଖ୍ୟା ଥମୁନାହିଁ । ଆଜି ଗୋଟିଏ ଦିନରେ ରାଜ୍ୟରେ ୪୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ରାଜ୍ୟରେ ୩,୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯
Read More...

୭୦% ସିଲାବସ୍‌ରୁ ହେବ ମାଟ୍ରିକ୍ ପରୀକ୍ଷା

ଭୁବନେଶ୍ୱର: ମାଟ୍ରିକ୍ ମୁଲ୍ୟାୟନ୍‌ରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେ ଆସନ୍ତା ଜୁଇାଇ ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବା କୁ ଉଚ୍ଚମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟସୂଚୀ ଘୋଷଣା କରିଥିଲା ବେଳେ ଛାତ୍ରଛାତ୍ରୀମାନେ ୭୦ ପ୍ରତିଶତ ସିଲାବସ୍‌ରୁ ଅଫ୍ ଲାଇନ୍‌ରେ
Read More...

ଭାରତୀୟ ଦୂତାବାସ ଉପରେ ପାକ୍ ଡ୍ରୋନ୍‌

ନୂଆଦିଲ୍ଲୀ: ପାକିସ୍ତାନର ଇସ୍‌ଲାମାବାଦସ୍ଥିତ ଭାରତୀୟ ଦୂତାବାସ ପରିସରରେ ଗୋଟାଏ ଡ୍ରୋନ୍ ଉଡାଣ ନେଇ ଭାରତ ଆଜି ପାକିସ୍ଥାନ ନିକଟରେ ତିବ୍ର ପ୍ରତିବାଦ କରିଛି । ଗତ ସପ୍ତାହରେ ଜମ୍ମୁ ଓ କଶ୍ମୀରରେ ଥିବା ବାୟୁସେନା ଘାଟିରେ ଡ୍ରୋନ୍ ଆକ୍ରମଣ କାରଣରୁ ଉତ୍ତେଜନାମୟ ପରସ୍ଥିତି ସୃଷ୍ଟି
Read More...

କରୋନା ସ୍ଥିତି ନେଇ ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାର ଉପକୂଳବର୍ତ୍ତୀ ୧୦ଟି ଜିଲାରେ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ରହୁଥିବାରୁ ପରିସ୍ଥିତି ଅନୁଧ୍ୟାନ ପାଇଁ ୨ଜଣିଆ କେନ୍ଦ୍ରୀୟ ଦଳ ଓଡ଼ିଶା ଆସିବେ ବୋଲି ଜଣାଯାଇଛି । ସଂକ୍ରମଣ ସର୍ବାଧିକ ଥିବା ଓଡ଼ିଶା ସମେତ କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ,
Read More...

୩୧ ପର୍ଯ୍ୟନ୍ତ ଆନ୍ତଃର୍ଜାତୀକ ବିମାନ ସେବା ନିଷିଦ୍ଧ

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା ଡେଲଟା ଭାରିଆଣ୍ଟ ଏବଂ ତୃତୀୟ ଲହରର ସମ୍ଭାବନାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ଜୁଲାଇ ୩୧ ଯାଏ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥି୍ୱା ପ୍ରତିବନ୍ଧକକୁ ବଢ଼ାଇ ଦେଇଛନ୍ତି । ବୁଧବାର ଡିଜିସିଏ ଏହି ନିଷ୍ପତ୍ତି ନେଇଛି । ଏହା ପୂର୍ବରୁ ଜୁନ୍ ୩୦ ଯାଏ
Read More...

ରାଜ୍ୟରେ ୪ହଜାର ଟପିଲା କରୋନା ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ଦୈନଦିନ ସଂକ୍ରମଣ ପୁଣି ୩ହଜାର ଉପରକୁ ଉଠିଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ଅତିକ୍ରମ କରିଛି । ଆଜି ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । ୨୪
Read More...

ୟୁଟ୍ୟୁବ୍‌ରେ ପଢ଼ିବେ ଯୁକ୍ତ୨ ପିଲା

ଭୁବନେଶ୍ୱର: ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବ୍‌ରେ ପଢ଼ାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତି ଗ୍ରହଣ କରିଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ
Read More...

୧୬ ପର୍ଯ୍ୟନ୍ତ ବଢିଲା ଆଂଶିକ ଲକ୍‌ଡାଉନ୍

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍ ବୃଦ୍ଧି କରିଛନ୍ତି । ଆଜି ଏଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏହା ଘୋଷଣା କରି କହିଛନ୍ତି ଯେ, ସଂକ୍ରମଣକୁ ଦୃଷ୍ଟିରେ ରଖି
Read More...

ଦେଶରେ କମୁଛି ସଂକ୍ରମଣ, ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦୈନିକ ସଂକ୍ରମଣ ୫୦ ହଜାର ତଳକୁ ହ୍ରାସ ପାଇଥିଲା ବେଳେ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି । ୨୪ ଘଣ୍ଟାରେ ଆଉ ୪୫,୯୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୬୨,୮୪୮କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୮୧୭
Read More...

କରୋନା ମୃତକଙ୍କୁ ଅନୁକମ୍ପା ସହାୟତା ଦିଅ

ନୂଆଦିଲ୍ଲୀ: ମହାମାରୀ କରୋନାରେ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କୁ ଅନୁକମ୍ପା ସହାୟତା ରାଶି ପ୍ରଦାନ କରିବା ପାଇଁ ସୁପ୍ରିମକୋର୍ଟ ଆଜି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏସଂକ୍ରାନ୍ତିୟ ଏକମାମଲାର ଶୁଣାଣୀ କରି ସର୍ବୋଚ୍ଚ ଅଦାଲତ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ
Read More...