ଏଲଏସିରେ ସ୍ଥିତି ଗମ୍ଭୀର କିନ୍ତୁ ସେନାର ମନୋବଳ ଦୃଢ ରହିଛି : ସ୍ଥଳସେନା ମୁଖ୍ୟ
ନୂଆଦିଲ୍ଲୀ : ଭାରତ ଏବଂ ଚୀନ୍ ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରୱଣେ ଲେହ ପରିଦର୍ଶନ କରିଛନ୍ତି। ସେ କହିଛନ୍ତି ଯେ ପ୍ରକୃତ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଜାରି ରହିଛି। ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ଏବଂ ଗୁରୁତର ରହିଛି। ତେବେ ଏଥି!-->…
Read More...
Read More...