Browsing Category

ପ୍ରମୁଖ ଖବର

ହସ୍ତ ଓ ବୟନ ଶିଳ୍ପମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ବର : ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ମନ୍ତ୍ରୀ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି। କରୋନାରେ ସଂକ୍ରମିତ ହେବାପରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା
Read More...

ସେପ୍ଟେମ୍ବର ୫ରେ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର- ଆସନ୍ତା ୫ରେ ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ । ଏନେଇ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଚଳିତ ବର୍ଷ ମାହାମାରୀ କରୋନା ପାଇଁ ସବୁ ପରୀକ୍ଷା ଫଳ ବିଳମ୍ବରେ ପ୍ରକାଶ ପାଉଛି । ଅଗଷ୍ଟରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଥିଲା
Read More...

କରୋନାରେ ଆଖି ବୁଜିଲେ ଆଉ ୮ ଆକ୍ରାନ୍ତ

ଭୁବନେଶ୍ୱର- ରାଜ୍ୟରେ ଆଜି କରୋନା ନେଲା ଆଉ ୮ ମୁଣ୍ଡ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକ ୮ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩, କଟକ ୨, ଖୋର୍ଦ୍ଧା, କନ୍ଧମାଳ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ରହିଛନ୍ତି । କନ୍ଧମାଳରୁ ପ୍ରାଣ ହରାଇଥିବା
Read More...

୩୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ପୁଣି ୩୬୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୨୨୧୪ ଓ ସ୍ଥାନୀୟ ସଂକ୍ରମିତ ୧୪୧୭ ରହିଛି । ଆଜି ପୁଣି ଖୋର୍ଦ୍ଧାରେ ରେର୍କଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨୨
Read More...

ବରିଷ୍ଠ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବେନେଶ୍ୱର- ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜଣେ ବରିଷ୍ଠ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ କରିଛି । ରମେଶଙ୍କ ଅଫିସ ସମେତ ୬ଟି ସ୍ଥାନରେ ଚଢାଉ ଚାଳଛି । ଭୁବେନଶ୍ୱର, କଟକ, ଯାଜପୁର ଓ ପୁଡୁଚେରୀରେ ଥିବା ଘରେ ରେଡ ଚଲିଛି । ରମେଶଙ୍କ ପରିବାର
Read More...

ଖୋଲିବ ବାର ଓ ରେଷ୍ଟୁରାଂଟ

ଭୁବନେଶ୍ୱର- ଏଣିକି ରେଷ୍ଟୁରାଂଟରେ ବସି ଖାଇପାରିବେ ଜନସାଧାରଣ । ରାଜ୍ୟବ୍ୟାପୀ ବାର ଓ ରେଷ୍ଟୁରାଂଟ ଖୋଲିବାକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଏନେଇ ପର୍ଯ୍ୟଟନ ନିର୍ଦେଶକ ତଥା ଅତିରିକ୍ତ ସଚିବ ସଚିନ ରାମଚନ୍ଦ୍ର ଯାଦବ ଓଡିଶା ହୋଟେଲ ଆଣ୍ଡ ରେଷ୍ଟୁରାଂଟ ଆସୋସିଏସନ, ପଶ୍ଚିମଓଡିଶା
Read More...

ରାଜଧାନୀରୁ ୫୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର- ଆଜି ଭୁବନେଶ୍ୱରରୁ ୫୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୨୨୦ ଓ ୩୨୧ ଲୋକାଲ କେସ୍ ରହିଛି । ଭୁବନେଶ୍ୱର ମହାନଗର ନିଗମ ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୩୦୦ ଜଣ ଆରୋଗ୍ୟଲାଭ
Read More...

ୟୁଜି ଓ ପିଜି ପରୀକ୍ଷା ବୃଦ୍ଧି କରିବାକୁ ୟୁଜିସିକୁ ଉଚ୍ଚ ଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର- ୟୁଜି ଓ ପିଜି ପରୀକ୍ଷାକୁ ବୃଦ୍ଧି କରିବା ପାଇଁ ୟୁଜିସିକୁ ଅନୁରୋଧ କରିଛନ୍ତି ଉଚ୍ଚ ଶିକ୍ଷା ବିଭାଗ । ସେପ୍ଟମ୍ବର ୧୫ରୁ ୩୦ ପରିବର୍ତେ ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୦ ମଧ୍ୟରେ ପରୀକ୍ଷା କରିବା ପାଇଁ ସେ କହିଛନ୍ତି । ୟୁଜିସିକୁ ବିଭାଗୀୟ ସଚିବ ଶାଶ୍ୱତ ମିଶ୍ର ଚିଠି
Read More...

ବ୍ଳୁ ଫାଗ ମାନ୍ୟତା ପାଇଁ ଦେଶର ୮ଟି ଭାରତୀୟ ବେଳାଭୂମି ମଧ୍ୟରେ ପୁରୀ ବେଳାଭୂମି ମନୋନୀତ

ଭୁବନେଶ୍ୱର- ବ୍ଳୁ ଫାଗ ମାନ୍ୟତା ପାଇଁ ଦେଶର ୮ଟି ଭାରତୀୟ ବେଳାଭୂମି ମଧ୍ୟରେ ପୁରୀ ବେଳାଭୂମିକୁ ମନୋନୀତ କରିଛନ୍ତି କେନ୍ଦ୍ର ସରକାର । ସେଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଧନ୍ୟବାଦ
Read More...

ପ୍ରବଳ ବର୍ଷା ନେଇ ୨୧ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର- ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁ ୨୧ ଜିଲ୍ଲାରେ ପ୍ର୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡା, ମାଲକନଗିରି, କୋରାପୁଟ,
Read More...