୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ
ଭୁବନେଶ୍ୱର- ଉତର ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଉତର ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ଆଂଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୩ ଜିଲ୍ଲା!-->…
Read More...
Read More...