ରଞ୍ଜନ ଗୋଗୋଇ ହୋଇପାରନ୍ତି ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ : ତରୁଣ ଗୋଗୋଇ
ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି। ରଞ୍ଜନ ଗୋଗଇ ବିଜେପି ପକ୍ଷରୁ ଆସାମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି ବୋଲି କହିଛନ୍ତି ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ତରୁଣ ଗୋଗୋଇ।!-->…
Read More...
Read More...