ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର : ରାଜ୍ୟରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରୁ ମୃତ୍ୟୁ ବରଣ!-->…
Read More...
Read More...