୧୨ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ
ଭୁବନେଶ୍ୱର- ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ବାଣିଜ୍ୟ ଓ ଅଗଷ୍ଟ ଶେଷ ସପ୍ତାହକୁ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ । ଚଳିତ ବର୍ଷ ୩ ଲକ୍ଷ ୫୦!-->…
Read More...
Read More...