କ୍ରାନ୍ତି ଦିବସରୁ ସପ୍ତାହବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ଆୟୋଜନ କରିବ ‘ଓଡ଼ିଶା ମୋ ପରିବାର’
ଭୁବନେଶ୍ୱର: କ୍ରାନ୍ତି ଦିବସରୁ ‘ଓଡ଼ିଶା ମୋ ପରିବାର’ ପକ୍ଷରୁ ସପ୍ତାହବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ଆରମ୍ଭ ହେବ । ସାରା ରାଜ୍ୟରେ ଚାଲିବ ଏହି ସ୍ୱତନ୍ତ୍ର ଅଭିଯାନ । ଅଗଷ୍ଟ ୯ ତାରିଖରୁ ୧୫ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଭିଯାନ ରାଜ୍ୟର ସମସ୍ତ ଜିଲାରେ ଆୟୋଜନ ହେବ । ଏନେଇ!-->…
Read More...
Read More...