ବିଷାକ୍ତ ମଦ ନେଲା ୩୮ ଜୀବନ
ପଞ୍ଜାବର ଅମୃତସର, ବାତଲା, ତରନ ତରନ ଜିଲାରେ ବିଷାକ୍ତ ମଦ ପିଇ ୩୮ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟ ପୁଲିସ ମହାନିର୍ଦେଶକ ଦିନାକର ଗୁପ୍ତାଙ୍କ କହିବା ଅନୁଯାୟୀ ଜୁନ୍ ୨୯ରେ ଅମୃତସର ଜିଲାର ମୁଛଲ ଓ ତାଙ୍ଗ୍ରା ଗ୍ରାମରେ ୫ଜଣଙ୍କର ମଦମୃତ୍ୟୁ ସମ୍ପର୍କରେ ରିପୋର୍ଟ ପ୍ରକାଶ ପାଇଥିଲା। ଜୁଲାଇ!-->…
Read More...
Read More...