ରାଜ୍ୟରୁ ଆଉ ୫ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି
ଭୁବନେଶ୍ବର : ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ମୃତ୍ୟୁ ବରଣ କରିଥିବା ୫ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବରଣ କରିଥିବା ୫ ଜଣଙ୍କ ମଧ୍ୟରେ ୩ ଜଣ ଗଞ୍ଜାମ!-->…
Read More...
Read More...