ଜେଲ୍ ରୁ ବାହାରିଲେ ଅଭୟ ପାଠକ
ଭୁବନେଶ୍ୱର: ଦୀର୍ଘ ୬ ମାସ ଧରି ଜେଲରେ ରହିବା ପରେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକ । ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ଅଭୟଙ୍କୁ ଗତ ନଭେମ୍ବର ୨୭ ତାରିଖରେ ଗିରଫ କରିଥିଲା ଭିଜିଲାନ୍ସ । ଏହା ବ୍ୟତୀତ ତାଙ୍କ ନାଁରେ ୨ଟି ଠକେଇ ମାମଲା ମଧ୍ୟ ଥିଲା ।!-->…
Read More...
Read More...