ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୮୭୭
ଭୁବନେଶ୍ବର : ଗୁରୁବାର ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୮୭୭କୁ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ କରୋନା ଆକ୍ରାନ୍ତ!-->…
Read More...
Read More...