ଏଣିକି ୱେବସାଇଟ୍ରେ ମିଳିବ କରୋନା ଟେଷ୍ଟ ରିପୋର୍ଟ
ଭୁବନେଶ୍ୱର: ଏଣିକି ୱେବସାଇଟ୍ ରେ ମିଳିବ କରୋନା ଟେଷ୍ଟ ରିପୋର୍ଟ । ଶୀଘ୍ର ଓ ସୁବିଧାରେ ରିପୋର୍ଟ ଜାଣିବା ପାଇଁ ୱେବସାଇଟରେ ମିଳିବ । ଉଭୟ ଆଂଟିଜେନ ଓ ଆରଟିପିସିଆର ଟେଷ୍ଟ ରିପୋର୍ଟ ୱେବସାଇଟରେ ମିଳିବ । ରାଜ୍ୟ କୋଭିଡ ଡ୍ୟାସବୋର୍ଡ ଓ କୋଭିଡ଼ ୧୯ ୱେବସାଇଟରେ ବ୍ୟବସ୍ଥା ହୋଇଛି । ସୂଚନା!-->…
Read More...
Read More...