Browsing Category

ପ୍ରମୁଖ ଖବର

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ : ଦୈନିକ ୧୦୦୦ ଟନ୍ ତରଳ ଅମ୍ଳଜାନ ମାଗଣାରେ ଯୋଗାଉଛି

ମୁମ୍ବଇ: ସମଗ୍ର ଭାରତ କୋଭିଡ ମହାମାରୀର ଅପ୍ରତ୍ୟାଶିତ ନୂଆ ଲହରକୁ ନେଇ ଗୁରୁତର ସଙ୍କଟର ସମ୍ମୁଖୀନ ହେଉଥିବାବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୂଲ୍ୟବାନ ଜୀବନ ବଂଚାଇବା ପାଇଁ ସମସ୍ତ ପ୍ରୟାସ ଜାରି ରଖିଛି। ସାଂପ୍ରତିକ ସମୟରେ ସମଗ୍ର ଦେଶରେ ଅତି ଗୁରୁତର ରୋଗୀମାନଙ୍କର ଚିକିତ୍ସା ପାଇଁ
Read More...

ଶନିବାର ଅଫିସ୍ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାବେଳେ ସମସ୍ତ ସରକାରୀ ଅଫିସ୍ ଶନିବାର ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଏହାସହିତ ଗର୍ଭବତୀ ମହିଳା ଓ ଭିନ୍ନକ୍ଷମ କର୍ମଚାରୀମାନଙ୍କୁ ତତ୍କାଳ ପ୍ରଭାବରୁ ଅଫିସ୍ ନଆସିବା ପାଇଁ ପରାମର୍ଶ
Read More...

ପଶ୍ଚିମବଙ୍ଗରେ ଦିଦିଙ୍କ ହ୍ୟାଟ୍ରିକ୍

ନୂଆଦିଲ୍ଳୀ: ବହୁ ଚର୍ଚ୍ଚିତ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମ୍ସି) କ୍ରମାଗତ ୩ୟ ଥର ପାଇଁ ବାଜିମାତ୍ କରିଛି । ଫଳରେ ବିଜେପିର ଆଶା ଧୂଳିସାତ ହୋଇଯାଇଛି । ଚୂଡାନ୍ତ ନିର୍ବାଚନ ଫଳାଫଳ ଘୋଷିତ ହୋଇନଥିଲେ
Read More...

କୋଭିଡ୍ ଡ୍ୟୁଟିରେ ସାମିଲ୍ ହେବେ MBBS ଶେଷ ବର୍ଷ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ: କୋଭିଡ୍ ଡ୍ୟୁଟିରେ ସାମିଲ୍ ହେବେ MBBS ଶେଷ ବର୍ଷ ଛାତ୍ରଛାତ୍ରୀ। ନର୍ସିଂ ଛାତ୍ରଛାତ୍ରୀଙ୍କୁ ମଧ୍ୟ କୋଭିଡ୍ ଡ୍ୟୁଟିରେ ସାମିଲ କରାଯିବ ବୋଲି ସୂଚନା ମିଳିଛି। ନିୟୋଜିତ ଛାତ୍ରଛାତ୍ରୀଙ୍କୁ ସରକାରୀ ନିଯୁକ୍ତିରେ ଅଗ୍ରାଧିକାର ସହ ମିଳିବ ପ୍ରୋତ୍ସାହନ ରାଶି। ତେବେ 
Read More...

ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଗଲାଣି ୩୯୬୪ ଟନ୍‍ରୁ ଅଧିକ ଅକ୍ସିଜେନ୍‍

ଭୁବନେଶ୍ବର: ଗତ କିଛି ଦିନ ଧରି ଓଡ଼ିଶାରୁ ବିଭିନ୍ନ ରାଜ୍ୟକୁ ଅକ୍ସିଜେନ ଯୋଗାଣ କାର୍ଯ୍ୟ ଜାରି ରହିଛି। ଅଦ୍ୟାବଧି ୨୧୪ଟି ଟ୍ୟାଙ୍କର ଯୋଗେ ୩୯୬୪.୫୪୨ ଟନ୍‍ରୁ ଅଧିକ ଅକ୍ସିଜେନ୍‍ ବିଭିନ୍ନ ରାଜ୍ୟକୁ ପଠାଯାଇଛି। ଅନୁଗୁଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରୁ ଆନ୍ଧ୍ରପ୍ରଦେଶ,
Read More...

ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହେଲେ ରବି ଶଙ୍କର

ଭାରତୀୟ ରିଜର୍ଭ ବ୍ୟାଙ୍କର ନୂତନ ଡେପୁଟି ଗଭର୍ଣ୍ଣର ନିଯୁକ୍ତ ହୋଇଛନ୍ତି । କେନ୍ଦ୍ର ସରକାରଙ୍କର ଏକ କମିଟି ରବି ଶଙ୍କରଙ୍କୁ ଡେପୁଟି ଗଭର୍ଣ୍ଣର ଭାବେ ମନୋନୀତ କରିଥିଲେ । ରବି ଶଙ୍କର ଭାରତୀୟ ରିଜର୍ଭ ବ୍ୟାଙ୍କର ୪ର୍ଥ ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ ରିଜର୍ଭ
Read More...

ରାଜ୍ୟରେ ୨୪ ଘଣ୍ଟା ରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ରାୟଗଡା ଜିଲାରୁ ସର୍ବାଧିକ ୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବାବେଳେ କେନ୍ଦୁଝରରେ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡରୁ
Read More...

ରାଜ୍ୟରେ ୧୪ ଦିନିଆ ଲକଡାଉନ ଘୋଷଣା କଲେ ସରକାର

  ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ଘୋଷଣା କଲେ ସରକାର। ମେ’ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକଡାଉନ ଘୋଷଣା। ମେ ୫’ ବୁଧବାର ସକାଳୁ ୧୯ ତାରିଖ ସକାଳ ଯାଏ ଏହି ଲକଡାଉନ୍ ବଳବତ୍ତର ରହିବ। ତେବେ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ସଟଡାଉନ।ଲକଡାଉନ ବେଳେ କେବଳ ଚାଲି ଚାଲି ପରିବା ପାଇଁ ଯାଇହେବ।
Read More...

ଆଜିଠୁ ୧୫ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ବହୁ ସ୍ଥାନରେ ଦୋକାନ ବଜାର ବନ୍ଦ ସହ ବିଭିନ୍ନ କଟକଣା ଜାରି କରାଯାଉଛି । ରାଜଧାନୀରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ଦୋକାନ ବଜାର ସିଲ୍ କରାଯାଉଥିବା ବେଳେ ଆସନ୍ତା ମେ ୧ରୁ ୧୫
Read More...

୩ରୁ ରାଜ୍ୟରେ ସମସ୍ତ କୋର୍ଟ ଛୁଟି

କଟକ: ମହାମାରୀ କରୋନା ସଂକ୍ରମଣ ଦୃଷ୍ଟିରୁ ଆସନ୍ତା ୩ତାରିଖ ସୋମାବାର ଠାରୁ ଗ୍ରୀଷ୍ମ ଅବକାଶ ପାଇଁ ହାଇକୋର୍ଟ ସହ ରାଜ୍ୟର ନିମ୍ନ ଅଦାଲତ ବନ୍ଦ ରହିବ । ଆସନ୍ତା ଜୁନ୍ ୭ତାରିଖରେ ଅଦାଲତ ଖୋଲିବ । ଏନେଇ ଓଡିଶା ହାଇକୋର୍ଟ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ରଜ ପର୍ବ ପାଇଁ ଜୁନ୍
Read More...