Browsing Category

ପ୍ରମୁଖ ଖବର

ରାଜ୍ୟରେ ୧୪ ଦିନିଆ ଲକଡାଉନ ଘୋଷଣା କଲେ ସରକାର

  ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ଘୋଷଣା କଲେ ସରକାର। ମେ’ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକଡାଉନ ଘୋଷଣା। ମେ ୫’ ବୁଧବାର ସକାଳୁ ୧୯ ତାରିଖ ସକାଳ ଯାଏ ଏହି ଲକଡାଉନ୍ ବଳବତ୍ତର ରହିବ। ତେବେ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ସଟଡାଉନ।ଲକଡାଉନ ବେଳେ କେବଳ ଚାଲି ଚାଲି ପରିବା ପାଇଁ ଯାଇହେବ।
Read More...

ଆଜିଠୁ ୧୫ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ବହୁ ସ୍ଥାନରେ ଦୋକାନ ବଜାର ବନ୍ଦ ସହ ବିଭିନ୍ନ କଟକଣା ଜାରି କରାଯାଉଛି । ରାଜଧାନୀରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବିଭିନ୍ନ ଦୋକାନ ବଜାର ସିଲ୍ କରାଯାଉଥିବା ବେଳେ ଆସନ୍ତା ମେ ୧ରୁ ୧୫
Read More...

୩ରୁ ରାଜ୍ୟରେ ସମସ୍ତ କୋର୍ଟ ଛୁଟି

କଟକ: ମହାମାରୀ କରୋନା ସଂକ୍ରମଣ ଦୃଷ୍ଟିରୁ ଆସନ୍ତା ୩ତାରିଖ ସୋମାବାର ଠାରୁ ଗ୍ରୀଷ୍ମ ଅବକାଶ ପାଇଁ ହାଇକୋର୍ଟ ସହ ରାଜ୍ୟର ନିମ୍ନ ଅଦାଲତ ବନ୍ଦ ରହିବ । ଆସନ୍ତା ଜୁନ୍ ୭ତାରିଖରେ ଅଦାଲତ ଖୋଲିବ । ଏନେଇ ଓଡିଶା ହାଇକୋର୍ଟ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ରଜ ପର୍ବ ପାଇଁ ଜୁନ୍
Read More...

ଦେଶରେ ମାଡିଚାଲିଛି କରୋନା

ନୂଆଦିଲ୍ଲୀ: ମହାମାରୀ କରୋନାର ଦ୍ୱିତିୟ ଲହର ଦେଶରେ ଦିନକୁ ଦିନ ରେକର୍ଡ ଭାଙ୍ଗିବା ସହ ସକ୍ରମଣ ମାଡିଚାଲିଛି । ଆଜି ଦିନକରେ ୩,୮୬,୪୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ କରୋନା ଆକ୍ରାନ୍ତ ସଂଖ୍ୟାରେ ଦେଶରେ ନୂଆ ରେକର୍ଡ ସୃଷ୍ଟି ହୋଇଛି । ସେହିଭଳି
Read More...

ଚିନ୍ତା ବଢାଇଲା ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଓ ୩୭୩୩ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ସେହିପରି ଆଜି ଦିନକରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ଦିନକରେ ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି
Read More...

ଯୁକ୍ତ ଦୁଇ ପରୀକ୍ଷା ବାତିଲ ପାଇଁ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଧର୍ମଶାଳା : ରାଜ୍ୟରେ କରୋନାର ପ୍ରଥମ ଲହରୀ ପାଇଁ ଗତବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହୋଇପାରିଲା ନାହିଁ । ଚଳିତବର୍ଷ ମଧ୍ୟ କରୋନାର ଦ୍ୱିତୀୟ ଲହରୀ ଚାଲିଥିବା ବେଳେ ବିଦ୍ୟାଳୟରେ ପାଠପଢ଼ା ମଧ୍ୟ ବନ୍ଦ ହୋଇଛି । ଏସମୟରେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଦେବାକୁ ରାଜ୍ୟ ସରକାର ଘୋଷଣା କରିଥିବା
Read More...

କୋଭିଡ଼ ପାଇଁ ତିନୋଟି ସ୍ୱତନ୍ତ୍ର ଟ୍ରେନ୍ ବାତିଲ

ଭୁବନେଶ୍ୱର: କୋଭିଡ଼ ସଂକ୍ରମଣ ବୃଦ୍ଧି ଦୃଷ୍ଟିରେ ରଖି ଏବଂ ଏହାର ସଂକ୍ରମଣକୁ ବନ୍ଦ କରିବା ପାଇଁ ରେଳବାଇ ପକ୍ଷରୁ ପଦକ୍ଷେପ ନିଆଯାଇ ନିମ୍ନଲିଖିତ ଅନୁଯାୟୀ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ତିନୋଟି ସ୍ୱତନ୍ତ୍ର ଟ୍ରେନ ପରବର୍ତୀ ଆଦେଶ ପର୍ଯ୍ୟନ୍ତ ବାତିଲ କରିବାକୁ ନିଷ୍ପତି ନେଇଛି ।
Read More...

ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଅଢେଇ କୋଟି ଲୋକଙ୍କ ପଞ୍ଜିକରଣ

ନୂଆଦିଲ୍ଲୀ: ଦେଶରେ ଆସନ୍ତାକାଲି (ଶନିବାର) ଠାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ । ତେବେ ଶୁକ୍ରବାର ସକାଳ ସୁଦ୍ଧା ଟିକାକରଣ ପାଇଁ ୨କୋଟି ୪୫ ଲକ୍ଷ ଲୋକ କୋୱିନ୍ ପୋର୍ଟାଲ୍ରେ ପଞ୍ଜିକରଣ କରିଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ କହିଛି
Read More...

ଜେଲରୁ ଛାଡ ପାଇଲେ ଲାଲୁ

ନୂଆଦିଲ୍ଲୀ: ରାଞ୍ଚି ଉଚ୍ଚ ନ୍ୟାୟାଳୟ ମଞ୍ଜୁର କରିଥିବା ଜାମିନର ସମସ୍ତ ଆନୁଷଙ୍ଗିକ ଆଇନଗତ ଦିନ ପୂରଣ କରିବା ପରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ଲାଲୁ ପ୍ରସାଦ ଯାଦବ ଗୁରୁବାର ଜେଲରୁ ଛାଡ ପାଇଛନ୍ତି । ଲୁଲୁ ପ୍ରସାଦ ଝାଡଖଣ୍ଡର ରାଞ୍ଚିସ୍ଥିତ ଡୁମକା ଟ୍ରେଜେରୀ ମାମଲାରେ ଉଚ୍ଚ
Read More...

୪୦ରୁ ଅଧିକ ଦେଶ ଭାରତକୁ ସହାୟତା କରିବେ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁର ୨ୟ ତରଙ୍ଗ ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ଦୈନିକ ସଂକ୍ରମଣ ୪ ଲକ୍ଷ ନିକଟତର ହୋଇଥିଲାବେଳେ ମୃତ୍ୟୁ ସଂଖ୍ୟା ୩ ହଜାର ପାର୍‌ କରିଛି। ଦେଶରେ ଚିକିତ୍ସା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀଙ୍କୁ ଅମ୍ଳଜାନ ମିଳୁନାହିଁ। ରେମଡେସିଭିର ଭଳି
Read More...