Browsing Category

ପ୍ରମୁଖ ଖବର

ରାଜ୍ୟର ୧୮ଟି ଜିଲ୍ଲାରେ ସଂକ୍ରମଣ ୩ ଅଙ୍କ ଉପରେ

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ରହିଛି । ଗତ ୨୪ ଘଂଟା ମଧ୍ୟରେ ଚିହ୍ନଟ ୬୧୧୬ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୩୦ ଜିଲ୍ଲାରୁ ୧୮ଟି ଜିଲ୍ଲାରେ ତିନି ଅଙ୍କ ଛୁଇଁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହା ସହ ଗତ୍ ୨୩ ଦିନରେ
Read More...

ଦିଲ୍ଳୀରେ ଆଉ ୭ ଦିନ ବଢିଲା ଲକ୍ଡାଉନ୍

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଅସମ୍ଭାଳ ସ୍ଥିତି ସୃଷ୍ଟି କରିଥିବାରୁ ଦିଲ୍ଲୀ ସରକାର ଲକ୍ଡାଉନ୍ ଅବଧିକୁ ଆଉ ୭ ଦିନ ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଏନେଇ ଆଜି ଘୋଷଣା କରିବା ସଙ୍ଗେ ସଙ୍ଗେ ମେ’ ୩ ତାରିଖ ସକାଳ ୫ଟା
Read More...

ଦେଶରେ ସଂକ୍ରମଣ ସାଢେ ୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ଭୂତାଣୁ ସଂକ୍ରମଣ ମହାମାରୀ ବ୍ୟାପିବା ଦିନକୁ ଦିନ ରେକର୍ଡ ଭାଙ୍ଗୁଥିଲା ବେଳେ ଆଜି ଦିନକରେ ୩ଲକ୍ଷ ୪୯ ହଜାର ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଆଜି ଦିନକରେ ୩,୪୯,୬୯୧ ନୂତନ
Read More...

ଦେଶର ସବୁ ଜିଲ୍ଲାରେ ହେବ ଅକ୍ସିଜେନ୍ କେନ୍ଦ୍ର

ନୂଆଦିଲ୍ଲୀ: ଦେଖାଦେଇଥିବା ଅକ୍ସିଜେନ୍ ଅଭାବ ପୂରଣ ପାଇଁ ଦେଶର ସମସ୍ତ ଜିଲ୍ଲାରେ ଅକ୍ସିଜେନ୍ ଉତ୍ପାଦନ କେନ୍ଦ୍ର ପ୍ରତିଷ୍ଠା କରିବାକୁ କେନ୍ଦ୍ର ସରକାର ନିଷ୍ପତି ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀ କେୟାର୍ସ ପାଣ୍ଠିରୁ ଏଥିଲାଗି ଅର୍ଥ ବ୍ୟୟ ହେବ । ଦେଶର ସମସ୍ତ ଜିଲ୍ଲାରେ ଥିବା ମୁଖ୍ୟ
Read More...

ଦୈନିକ ସଂକ୍ରମଣ ୩,୪୬ ହଜାରକୁ ଟପିଲା: ୨୬୨୪ ମୃତ

ନୂଆଦିଲ୍ଳୀ: ଦେଶରେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଛି । ଦୈନିକ ସଂକ୍ରମଣ ଲକ୍ଷାଧିକ ଟପୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଦେଶରେ ଦିନକରେ ୩ଲକ୍ଷ ୪୬ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ୍ ପଜିଟିଭ୍ ସଂଖ୍ୟା ୧,୬୬,୧୦,୪୮୧କୁ
Read More...

ପ୍ରଧାନବିଚାରପତି ଭାବେ ଜଷ୍ଟିସ୍ ଏନ୍ଭି ରମଣାଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୪୮ ତମ ପ୍ରଧାନ ବିଚାରପତି ଭାବେ ଆଜି ଜଷ୍ଟିସ୍ ଏନ୍ଭି ରମଣାଶପଥ ନେଇଛନ୍ତି । ରାଷ୍ଟ୍ରପତ୍ି ଭବନରେ ଆୟୋଜିତ ସକ୍ଷିପ୍ତ ଶପଥ ଗ୍ରହଣ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍
Read More...

ସପ୍ତାହାନ୍ତ ସଟଡାଉନ : ସବୁକିଛି ଠପ୍

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣରେ ରୋକ୍ ଲାଗଇବାକୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ଆଜିଠାରୁ ସପ୍ତାହାନ୍ତ ସଟ୍ଡାଉନ୍ ଲାଗୁ ହୋଇଛି । ପ୍ରଶାସନର କଡା ଆଭିମୁଖ୍ୟ ଯୋଗୁଁ ସବୁ କିଛି ଠପ୍ ହୋଇଯାଇଛି । ସଟଡାଉନ ଯୋଗୁଁ ଦୋକାନ ବଜାର ବାଣିଜି୍ୟକ ପ୍ରତିଷ୍ଠାନ, ଜାନବାହାନ
Read More...

ଅକ୍ସିଜେନ୍ ଅଭାବରୁ ପୁଣି ୨୦ ମୃତ

ନୂଆଦିଲ୍ଲୀ: ଗତରାତିରେ ଦିଲ୍ଳୀରେ ରୋହିଣୀ ଅଞ୍ଚଳରେ ଥିବା ଜୟପୁର ଗୋଲ୍ଡେନ୍ ହସ୍ପିଟାଲରେ ଅକ୍ସିଜେନ୍ ଅଭାବରୁ ୨୦ଜଣ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି । ସୂଚନାଯୋଗ୍ୟ ଯେ, ଜୀବନ ରକ୍ଷାକାରୀ ଅମ୍ଲଜାନ ଅଭାବରୁ ଗତ ୩ଦିନ ମଧ୍ୟରେ ୭୦ଜଣ ଆକ୍ରାନ୍ତଙ୍କର ମର୍ମନ୍ତୁଦ ମୃତ୍ୟୁ ଘଟିଥିଲା
Read More...

ଭାରତରେ ନିର୍ମାଣ ହେବ ବିଶ୍ୱର ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ର

ପ୍ୟାରିସ: ଭାରତ ବିଶ୍ୱର ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ର ନିର୍ମାଣ କରିବାକୁ ଯାଉଛି । ଫ୍ରାନ୍ସର ଶକ୍ତି ଉତ୍ପାଦନକାରୀ ସଂସ୍ଥା ଇଡିଏଫ୍ ଏହି ଶକ୍ତି ପ୍ରକଳ୍ପ ନିର୍ମାଣ ପାଇଁ ଟେକେ୍‌ନା- କମର୍ସିଆଲ ଅଫର ଦାଖଲ କରିଥିବା କହିଛି । ବିଭିନ୍ନ ରାଷ୍ଟ୍ରରେ ଥିବା ପରମାଣୁ ଶକ୍ତି କେନ୍ଦ୍ରରେ
Read More...

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ , ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଜି ୪୮ ବୟସରେ ପହଞ୍ଚିଛନ୍ତି । ଜନ୍ମଦିନରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟୁଛି । କ୍ରିକେଟ ଜଗତରେ ସର୍ବାଧିକ ରନ ସଂଗ୍ରହ ସହିତ ଅନ୍ୟାନ୍ୟ ବହୁ ରେକର୍ଡର ଅଧିକାରୀ ସଚିନ ୨୦୧୩ରେ
Read More...