Browsing Category

ପ୍ରମୁଖ ଖବର

୨୪ ଘଣ୍ଟାରେ ୨ଲକ୍ଷ ୧୭ ହଜାରକରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନାର ୨ୟ ତରଙ୍ଗ ହୁ ହୁ ହୋଇ ବୃଦ୍ଧି ପାଇବା ସହ ନିଜର କାୟାର ବିସ୍ତାର କରି ଚାଲିଛି। ୨୪ ଘଣ୍ଟାରେ ୨ଲକ୍ଷ ୧୭ହଜାର ଟପିଛି ନୂଆ ପଜିଟିଭ ସଂଖ୍ୟା। ୨,୧୭,୩୫୩ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ମୋଟ ପଜିଟିଭ ସଂଖ୍ୟା ୧,୪୨,୯୧,୯୧୭କୁ ବୃଦ୍ଧି ପାଇଛି।
Read More...

ପୁଣି ଗାଁ ମୁହାଁ ପ୍ରବାସୀ ଶ୍ରମିକ

ମୁମ୍ବାଇ: ଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଦିନକୁ ଦିନ ରେକର୍ଡ ଭାଙ୍ଗୁଥିବା ବେଳେ ଲକ୍ଡାଉନ୍ ଆଶଙ୍କାରେ ପ୍ରବାସୀ ଶ୍ରମିକ ମାନେ ଏବେ ଗାଁ ମୁହାଁ ହୋଇଛନ୍ତି । ବିଶେଷ କରି ମହାରାଷ୍ଟ୍ର, ଦିଲ୍ଲୀ, କେରଳରେ କାମ କରୁଥିବା ପ୍ରବାସୀ ଶ୍ରମିକମାନେ ଏବେ ନିଜ ନିଜ ଜନ୍ମସ୍ଥାନକୁ ଫେରିବା
Read More...

ସ୍ଥିତି ଅସମ୍ଭାଳ

ଦିନକରେ ୧ଲକ୍ଷ ୮୪ହଜାର ପଜିଟିଭ୍ ନୂଆଦିଲ୍ଲୀ: ଦେଶରେ ୧ଲକ୍ଷ ୮୪ ହଜାର ୩୭୨ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଏହି ସମୟ ମଧ୍ୟରେ ୧,୦୨୭ ଜଣଙ୍କ ମୃତ୍ୟୁ ଘଟିଛି । ଗତ ପ୍ରାୟ ୬ ମାସ ପରେ ପ୍ରଥମ ଥର ପାଇଁ ଆଜି ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଡେଇଁଛି ।
Read More...

ରାଜ୍ୟରେ ୨ହଜାର ଟପିଲା ସଂକ୍ରମଣ : ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହର ଆଜି ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୨ହଜାର ଅତିକ୍ରମ କରିଛି । ରାଜ୍ୟରେ ଆଜି ଦିନକରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଂଟାଇନ୍ରେ ଥିବା ବେଳେ ଅନ୍ୟ ୯୫୩ ଜଣ ସ୍ଥାନିୟ
Read More...

ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ

ଭୁବନେଶ୍ୱର: ପିପିଲି ବିଧାନସଭା ଉପନିର୍ବାଚନରେ କଂଗ୍ରେସ ପାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । କରୋନାରେ ଆକ୍ରାନ୍ତ ହୋଇ ସେ ଗତ ୧୦ ତାରିଖ ଠାରୁ ଆପୋଲ ହସ୍ପିଟାଲହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଆଜି ଅପରାହ୍ନରେ ତାଙ୍କର ପରଲୋକ ହୋଇଯାଇଥିବା
Read More...

ଓଡିଆ ନବବର୍ଷ : ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ / ଭୁବନେଶ୍ୱର : ଆଜି ଓଡିଆ ନବ ବର୍ଷ। ଏହି ଅବସରରେ ସମସ୍ତ ଓଡିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ କରି ଓଡିଆ ନବବର୍ଷ ଓ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
Read More...

ଭରତରେ ଉପଲବ୍ଧ ହେବ ନୁଆ ୪ କୋଭିଡ୍ ଟିକା

ନୂଆଦିଲ୍ଲୀ: ମହାମାରୀ କରୋନା ସହ ମୁକାବିଲା କରିବାକୁ ଭାରତରେ ଲୋକମାନଙ୍କୁ କୋଭାକ୍ସିନ୍‌ ଓ କୋଭିସିଲ୍ଡ ଦୁଇଟି ଟିକା ଦିଆ ଯାଉଛି । ଅଧିକାଂଶ ରାଜ୍ୟରେ ଟିକାର ଅଭାବ ପରିଲକ୍ଷିତ ହେଉଛି, ତେଣୁ ସରକାର ନୂଆ ଦୁଇଟି ଟିକା ପ୍ରସ୍ତୁତକାରୀ କମ୍ପାନୀ ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଓ ଭାରତ
Read More...

୧୧ଟି ଜିଲ୍ଲାରେ ଟିକାକରଣ ସମ୍ପୁର୍ଣ୍ଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବରୁ ୧୧ଟି ଜିଲ୍ଲାରେ ଟିକାକରଣ ବନ୍ଦ । ଆଜି ୫ଶହ ସେଂଟରରେ ଟିକାକରଣ ଚାଲିଛି । ଟିକା ଅଭାବରୁ ୧୧ଟି ଜିଲ୍ଲାରେ ଟିକାକରଣ ସମ୍ପୁର୍ଣ୍ଣ ବନ୍ଦ ରହିଛି । ଯାଜପୁର, ଭଦ୍ରକ, ପୁରୀ, ନୟାଗଡ, ସୋନପୁର, ଗଜପତି, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଢେଙ୍କାନାଳ, କୋରାପୁଟ ଭଳି
Read More...

ଧାରଣାରୁ ଉଠିଲେ ମମତା

କଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପ୍ରଚାର ଉପରେ ନିର୍ବାଚନ ଆୟୋଗ ୨୪ ଘଂଟା ପର୍ଯ୍ୟନ୍ତ କଟକଣା ଲାଗୁ କରିଛନ୍ତି ଓ ଏହି ନିଷ୍ପତି ବିରୋଧରେ ମମତା ମଙ୍ଗଳବାର ଧାରଣାରେ ୩ ଘଂଟା ବସିବା ପରେ ଏହା ପ୍ରତ୍ୟାହାର କରିନେଇଥିବା ପ୍ରକାଶ । ସୂଚନାଯୋଗ୍ୟ, ମମତାଙ୍କ ଉପରେ
Read More...

ସମସ୍ତ ଧର୍ମାନୁଷ୍ଠାନ ୭ଦିନ ବନ୍ଦ : ଗଞ୍ଜାମ ଜିଲ୍ଲା ପ୍ରଶାସନ

ବ୍ରହ୍ମପୁର: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଗଞ୍ଜାମରେ ନୂଆ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ । ଗଞ୍ଜାମର ମନ୍ଦିର, ପାର୍କ, ସମୁଦ୍ର ବେଳାଭୂମି, ପଡିଆ ଓ ବିଭିନ୍ନ ହ୍ରଦକୁ ୭ ଦିନ ପାଇଁ ବନ୍ଦ କରିଛି ପ୍ରଶାସନ । ଆସନ୍ତାକାଲିଠାରୁ ଏହି କଟକଣା ଜାରି ହେବ । ଏହି ସମୟରେ ସମ୍ପୃକ୍ତ
Read More...