Browsing Category

ପ୍ରମୁଖ ଖବର

ଦେଶରେ ୧ଲକ୍ଷ ୬୮ ହଜାର ଆକ୍ରାନ୍ତ, ୯୦୪ ମୃତ

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦିନକୁ ଦନ ଭୟଙ୍କର ହେବାରେ ଲାଗିଛି । ଗତ ୨୪ ଘଂଟାରେ ଦେଶରେ ୧ଲକ୍ଷ ୬୮ ହଜାର ୯୧୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ ମୋଟ୍ ୧କୋଟି ୩୫ଲକ୍ଷ ୨୭ହଜାର ୭୧୭ରେ ପହଞ୍ଚିଛି । ସେହିପରି ଦେଶରେ ଗୋଟିଏ ଦିନରେ ୯୦୪ କରୋନା
Read More...

ସ୍ତ୍ରୀର ମାଡରେ ସ୍ୱାମୀ ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବାଲିଶଙ୍କରା ବ୍ଲକ ତଳ ସରା ଥାନା ଅନ୍ତର୍ଗତ ଶୁଖାମହାଦେବ ମନ୍ଦିରପଡାରେ ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ ଲୁହା ରଡ୍ରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ବ୍ୟକ୍ତିଙ୍କ ନାଁ ପ୍ରକାଶ କୁଜୁରୁ । ତାଙ୍କୁ ୪୫ ବର୍ଷ ହୋଇଥିଲା । ତାଙ୍କ ପତ୍ନୀଙ୍କ ନାଁ
Read More...

ଓଡିଶାରେ ୧୩୭୯ ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଂଟା ଭିତରେ ରାଜ୍ୟରେ ୧୩୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୦୮ ଜଣ କ୍ୱାରେଂଟାଇନ୍ରେ ଥିବା ବେଳେ ୫୭୧ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି । ମିଳିଥିବା ସୂଚନା ମୁତାବକ ଗତ ୨୪ ଘଂଟାରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩୧୭ ଓ ଖୋର୍ଦ୍ଧା
Read More...

ରାଜଧାନୀରେ ବଢୁଛି ସଂକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି । ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ଗତକାଲି ୧୭୧ ଜଣ ଆକ୍ରାନ୍ତ ଚିହ୍ନଟ ହାଇଥିବା ବେଳେ ଆଜି (ରବିବାର)୧୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୪୫ ଜଣ କ୍ୱାରେଂଟାଇନ୍ ରେ ଥିବା
Read More...

ପଶ୍ଚିମବଙ୍ଗ ନିର୍ବାଚନ – କୁଚ୍‍ବିହାରରେ ୭୨ ଘଣ୍ଟିଆ ପ୍ରବେଶ କଟକଣା

ପଶ୍ଚିମବଙ୍ଗର ହିଂସାଗ୍ରସ୍ତ କୁଚ୍‍ବିହାର ଜିଲ୍ଲାରେ ଆଗାମୀ ୭୨ ଘଣ୍ଟା ପାଇଁ ରାଜନେତାମାନଙ୍କ ପ୍ରବେଶ ଉପରେ ନିର୍ବାଚନ କମିଶନ କଟକଣା ଜାରି କରିଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତି ଦୃଷ୍ଟିରୁ ଏଭଳି କଟକଣା ଜାରି କରାଯାଇଛି। ପ୍ରଥମେ ୪୮ଘଣ୍ଟା ପାଇଁ ଏହି କଟକଣା ଲାଗୁ କରାଯାଇଥିବା ବେଳେ ପରେ
Read More...

ଦିନକରେ ଦେଢ ଲକ୍ଷ ଟପିଲା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ଓ ମୃତକଙ୍କ ସଂଖ୍ୟା । ଗତକିଛିଦିନ ମଧ୍ୟରେ ୧ ଲକ୍ଷରୁ ଅଧିକ ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ୨୪ ଘଣ୍ଟାରେ ୧ଲକ୍ଷ ୫୨ ହଜାର ୮୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା
Read More...

ହାଇଦର ସୁରକ୍ଷା ଦାୟିତ୍ବରେ ଥିବା ୬ ପୁଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ବର: ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦର ଫେରାର ହେବା ଘଟଣାରେ ପୁଲିସ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ଥିବା ପୁଲିସ କର୍ମଚାରୀଙ୍କ ଅବହେଳା ଯୋଗୁ ଏପରି ଘଟଣା ଘଟିଥିବା ଜଣାପଡ଼ିବା ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗୀୟ
Read More...

ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ନବମ ଶ୍ରେଣୀ ପରୀକ୍ଷା କେବେ ହେବ, ସେ ସମ୍ପର୍କରେ ଆସନ୍ତା ୩୦ ତାରିଖ ପରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ମନ୍ତ୍ରୀ ଦାଶ କହିଛନ୍ତି, ଛାତ୍ରଛାତ୍ରୀମାନେ ୯ମ ଶ୍ରେଣୀ ବାର୍ଷିକ ପରୀକ୍ଷା ଦିଅନ୍ତୁ ବୋଲି ରାଜ୍ୟ
Read More...

ସୈନ୍ୟ ପ୍ରତ୍ୟାହାର ପାଇଁ ମନା କଲା

ଭାରତ ଏବଂ ଚୀନ ମଧ୍ୟରେ ସୀମାରେ ଉତ୍ତେଜନା ହ୍ରାସ କରିବା ଲାଗି ଉଦ୍ୟମ ଚାଲିଛି। ଏଥିପାଇଁ ଦୁଇ ଦେଶ ମଧ୍ୟରେ ସୈନ୍ୟ ସ୍ତରୀୟ ଆଲୋଚନା ଜାରି ରହିଛି। ପୂର୍ବ ଲଦାଖର କିଛି ସ୍ଥାନରୁ ଚୀନ ଏବଂ ଭାରତ ନିଜ ସୈନ୍ୟଙ୍କୁ ପଛକୁ ହଟାଇବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ ଏବେ ପୁଣି ଚୀନ ନିଜର ଅସଲ ରୂପ
Read More...

ସାରା ଦେଶରେ ଆରମ୍ଭ ହେଲା ‘ଟିକା ଉତ୍ସବ’

କରୋନା ମୁକାବିଲା ପାଇଁ ଚାରିଦିନିଆ ସ୍ୱତନ୍ତ୍ର ଟିକାକରଣ ଅଭିଯାନ ‘ଟିକା ଉତ୍ସବ’ ଆଜିଠାରୁ ସାରା ଦେଶରେ ଆରମ୍ଭ ହୋଇଛି। ଏହି ଗଣ ଟିକାକରଣ ଉତ୍ସବ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଗତ ଗୁରୁବାର ଦିନ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ସମୟରେ ଗଣ ଟିକାଦାନ କାର୍ଯ୍ୟକ୍ରମ ଟିକା
Read More...