Browsing Category

ପ୍ରମୁଖ ଖବର

କ୍ୟାପିଟାଲ ହସ୍ପିଟାଲରେ ୨ ଡାକ୍ତରଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାକୁ ଲାଗିଥିବା ବେଳେ ଖୋଦ୍ ରାଜଧାନୀରେ ସ୍ଥ୍ିତି ସଙ୍ଗିନ ଆଡକୁ ଗତି କରୁଛି । ଆଜି କ୍ୟାପିଟାଲ ହସ୍ପିଟାଲ୍ ୨ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୟାପିଟାଲ ହସ୍ପିଟାଲ ନିଦେ୍ର୍ଧଶକ ଡା. ଲକ୍ଷ୍ମୀଧର ସାହୁ
Read More...

ରାଜ୍ୟରେ ମାଡିଚାଲିଛି କରୋନା

ଭୁବନେଶ୍ୱର: ମହାମାରୀ କରୋନା ଭୂତାଣୁ ସଂକ୍ରମଣର ଦ୍ୱିତୀୟ ଲହରରେ ରାଜ୍ୟରେ ଆଜି ପ୍ରଥମ ଥର ପାଇଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଅତିକ୍ରମ କରିଛି । ଆଜି ଦିନକରେ ୧୨୮୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି ।
Read More...

ଘୁଞ୍ଚିବନି ମ୍ୟାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ । ପୂର୍ବରୁ ଧାର୍ଯ୍ୟ ହୋଇଥିବା ନିର୍ଦ୍ଧାରିତ ତାରିଖରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା କରାଯିବ । ଦଶମ ଓ ଯୁକ୍ତ ୨ ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର
Read More...

ବିନା ଭକ୍ତରେ ରୁକୁଣା ରଥଯାତ୍ରା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମର ଯୋଗୁଁ ବିଶ୍ୱ ପ୍ରସିଦ୍ଧ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବା ପରି ଚଳିତ ବର୍ଷ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ । ଏଥିପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି
Read More...

ଏଣିକି ମାସ୍କ ନପିନ୍ଧିଲେ ୨ଗୁଣା ଜରିମାନା

ଭୁବନେଶ୍ୱର: ବିନା ମାସ୍କରେ ବାହାରକୁ ବାହାରନ୍ତୁ ନାହିଁ । ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କବଚ । ମାସ୍କ ପିନ୍ଧିଲେ କରୋନାକୁ ବିନା ଲକ୍ଡାଉନ୍ରେ ରୋକିପାରିବା । ଯଦି ନିଜର ଜୀବନ ଜୀବିକାକୁ ବଜୟା ରଖିବାକୁ ଚାହାନ୍ତି ତେବେ, ମାସ୍କ ପିନ୍ଧନ୍ତୁ ବୋଲି ମହାମାରୀ କରୋନାର
Read More...

ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ୩୭ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ : ଦିଲ୍ଲୀରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବା ଦେଖାଯାଉଛି। ଏହାସହ ଦିଲ୍ଲୀର ଗଙ୍ଗାରାମ ନାମକ ଏକ ହସ୍ପିଟାଲରୁ ୩୭ ଜଣ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ହୋମ ଆଇସୋଲେସନରେ ରହିଥିବା ବେଳେ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ
Read More...

ଏହା ମୋ ଜୀବନର ସବୁଠାରୁ ଖୁସି ମୁହୂର୍ତ୍ତ: ନକ୍ସଲ କବଳରୁ ମୁକ୍ତ କୋବ୍ରା କମାଣ୍ଡୋଙ୍କ ପତ୍ନୀ

ଶ୍ରୀନଗର: ଛତିଶଗଡରେ ନକ୍ସଲଙ୍କ ଦ୍ୱାରା ଅପହୃତ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମାନହାସଙ୍କୁ ଗୁରୁବାର ମୁକ୍ତ କରାଯିବା ପରେ ତାଙ୍କ ପତ୍ନୀ ମିନୁ ଅତ୍ୟନ୍ତ ଭାବବିହ୍ୱଳ ହୋଇପଡିଥିଲେ। ମିନୁ କହିଥିଲେ, ସ୍ୱାମୀଙ୍କୁ ମୁକ୍ତ କରାଯିବା ତାଙ୍କ ପାଇଁ ଜୀବନର ସବୁଠାରୁ ଖୁସି ମୁହୂର୍ତ୍ତ।
Read More...

ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଆଜି ମଧ୍ୟାହ୍ନ ୧୨ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ
Read More...

ବାଣୀବିହାର ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖାଲି କରିବା ନିର୍ଦ୍ଦେଶକୁ ବିରୋଧ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମଣ ତୀବ୍ର ଗତିରେ ବୃଦ୍ଧିପାଉଥିବାବେଳେ ତାହାକୁ ଦୃଷ୍ଟିରେ ରଖି ବାଣୀବିହାରର ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ବିରୋଧ କରି ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ଆଜି ଶତାଧିକ ସଂଖ୍ୟାରେ ଏକ ଶୋଭଯାତ୍ରାରେ ଆସି
Read More...

ଆଜିଠାରୁ ଆଇପିଏଲ୍‌-୧୪

ଚେନ୍ନଇ: ଦେଶରେ ମହାମାରୀ କରୋନାର ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ବାତାବରଣର ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଏସବୁକୁ ବଳିଯାଇଛି କ୍ରିକେଟ୍‌ ଫିଭର। ଶୁକ୍ରବାରଠାରୁ ବିଶ୍ବର ସବୁଠାରୁ ଧନଶାଳୀ ପେସାଦାର ଟ୍ବେଣ୍ଟି୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌) ଆରମ୍ଭ
Read More...