ରାଫେଲ ଡିଲ୍ରେ ହୋଇଛି ୮.୫ କୋଟିର ଲାଞ୍ଚ କାରବାର
ନୂଆଦିଲ୍ଲୀ: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ରାଫେଲ ଯୁଦ୍ଧ ବିମାନ କାରବାରରେ ପୁଣି ଥରେ ଦୁର୍ନୀତିର ଗନ୍ଧ ସାମ୍ନାକୁ ଆସିଛି। ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଡିଲ୍ ପାଇଁ ଫ୍ରାନ୍ସର ରାଫେଲ ଯୁଦ୍ଧ ବିମାନ ନିର୍ମାତା କମ୍ପାନୀ ଡାସଲ୍ଟକୁ ଭାରତର ଜଣେ ମଧ୍ୟସ୍ଥଙ୍କୁ ୮ କୋଟି ୫୦ ଲକ୍ଷ ଟଙ୍କାର!-->…
Read More...
Read More...