ଆସନ୍ତାକାଲି ଆସାମ ଓ ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ
ଗୁଆହାଟୀ/କଲକତା : ଆସାମ ଓ ପଶ୍ଚିମବଙ୍ଗରେ ଶନିବାର (ଆସନ୍ତାକାଲି) ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇଛି। କରୋନା କଟକଣା ମଧ୍ୟରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଛି। ପୁଲିଂ ପାର୍ଟି ବିଭିନ୍ନ ସ୍ଥାନରେ ପହଞ୍ଚିବାରେ ଲାଗିଛନ୍ତି।!-->…
Read More...
Read More...