Browsing Category

ପ୍ରମୁଖ ଖବର

ରାଜ୍ୟରେ୧୭୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯାଉଛି। ଦିନକରେ ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୯୯, ସ୍ଥାନୀୟ ୭୧। ମୋଟ ପଜିଟିଭ ୩,୩୯,୨୪୬କୁ ବୃଦ୍ଧି ପାଇଛି। ୩,୩୬,୨୬୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୦୮ ସକ୍ରିୟ ଆକ୍ରାନ୍ତ
Read More...

ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୪୭,୨୬୨ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୪୭,୨୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୭,୩୪,୦୫୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୭୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୦,୪୪୧ରେ
Read More...

ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲାନି ଟିକଟ

କଲକାତା: ସ୍ବତନ୍ତ୍ର ଭାବେ ଦଳରେ ମିଶିଲେ ଏବଂ ପଶ୍ଚିମବଙ୍ଗ ମତଦାତା ତାଲିକାରେ ନିଜର ନାମ ପଞ୍ଜୀକରଣ କଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ନିଜକୁ ‘କୋବ୍ରା’ ବୋଲି ଦର୍ଶାଇ ‘ଥରେ ଦଂଶନ କଲେ ବ୍ୟକ୍ତି ଫଟୋ ହୋଇଯିବ’ ବୋଲି ବାହୁସ୍ଫୋଟ ମାରିଲେ। ଏହା ସତ୍ତ୍ବେ ତାଙ୍କୁ
Read More...

ମେ’ ୨୩ରେ ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ୱର: କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ମଧ୍ୟରେ ଆଜି ଓଡିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମିନାରୀ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ଓଡିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏହି ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା ମେ’ ୨୩ ତାରିଖ ରବିବାର ୫ଟି
Read More...

ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱର: ଆଜି ମହାତ୍ମାଗାନ୍ଧୀଙ୍କ ଓଡିଶାକୁ ପ୍ରଥମଥର ଆଗମନର ୧୦୦ ବର୍ଷ ପୂର୍ତି ପାଳନ କରାଯାଇଛି । ବିଧାନସଭା ଅଧିବେଶନ ଚାଲିଥିବା ବେଳେ ଆଜି ଗୃହର ଭିତରେ ଓ ବାହାରେ ଏହା ପାଳନ କରାଯିବା ସହିତ କଟକରେ ପଦଯାତ୍ରା କରାଯାଇଥିଲା । ବିଭିନ୍ନସ୍ଥାନରେ ଏଥିନେଇ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ
Read More...

ଆସନ୍ତା ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା

ନୂଆଦିଲ୍ଲୀ: କରୋନା ଟିକାକୁ ନେଇ କେନ୍ଦ୍ର ସରକାର ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଆସନ୍ତା ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କ ଟିକା ନେଇପାରିବେ ବୋଲି କେନ୍ଦ୍ର କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଏକ ସାମ୍ବାଦିକ
Read More...

ଦେଶରେ ଦିନକରେ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଦୈନିକ ସଂକ୍ରମଣ ୪୦ ହଜାର ଟପୁଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬,୭୯୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା
Read More...

ବଢ଼ିବନି ଲୋନ୍‌ ମୋରେଟୋରିୟମ ଅବଧି, ସମ୍ପୂର୍ଣ୍ଣ ସୁଧ ଛାଡ଼ ହେବନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଉ ବଢ଼ିବନି ଲୋନ୍‌ ମୋରେଟୋରିୟମ। ଋଣ ଗ୍ରହିତା ସେମାନଙ୍କ ଋଣ କିସ୍ତି ଏଣିକି ନିୟମିତ ପ୍ରଦାନ କରିବେ। ଏହା ସହିତ ଏହି ସମୟ ମଧ୍ୟରେ ଯେଉଁ ସୁଧ ବୃଦ୍ଧି ପାଇଛି ତାହାକୁ ସମ୍ପୂର୍ଣ୍ଣ ଛାଡ଼ କରାଯାଇ ପାରିବ ନାହିଁ। ସୁପ୍ରିମକୋର୍ଟ ମଙ୍ଗଳବାର ଏଭଳି ଗୁରୁତ୍ଵପୂର୍ଣ୍ଣ ରାୟ
Read More...

ଲଦାଖରେ ଭୂକମ୍ପ ଝଟକା

ଜମ୍ମୁ – ଲଦାଖରେ ମଙ୍ଗଳବାର ଭୂକମ୍ପର ଝଟକା ଅନୁଭବ ହୋଇଥିବା ନେଇ ଖବର ମିଳିଛି। ଏନସିଏସ ସୂଚନା ଅନୁଯାୟୀ ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୦ ରେକର୍ଡ କରାଯାଇଛି। ଏଯାଏଁ କୌଣସି ଧନଜୀବନ କ୍ଷତି ହୋଇନଥିବା ନେଇ ସୂଚନା ମିଳିଛି।
Read More...

ବସ୍‌ ଧକ୍କାରେ ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ମୃତ

ଭୋପାଳ: ମଧ୍ୟପ୍ରଦେଶର ଗ୍ବାଲିୟରରେ ମଙ୍ଗଳବାର ସକାଳେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍‌ ଧକ୍କାରେ ଗୋଟିଏ ଯାତ୍ରୀବାହୀ ଅଟୋ ଚୂରମାର୍‌ ହୋଇଯିବା ସହିତ ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ ଗଭୀର
Read More...