Browsing Category

ପ୍ରମୁଖ ଖବର

ପରମବୀରଙ୍କ ପିଟିଶନ ଖାରଜ କଲେ ସୁପ୍ରିମକୋର୍ଟ

ମୁମ୍ବଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଥିବା ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୃହମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ କରିବା ପରେ ପରମବୀରଙ୍କୁ ବଦଳି କରାଯାଇଥିବାରୁ ଏହା ବିରୋଧରେ ସେ
Read More...

ରାଜ୍ୟପାଳଙ୍କୁ ଭେଟିଲା ବିଜେପି

ମୁମ୍ବଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସଙ୍କ ନେତୃତ୍ଵରେ ବିଜେପିର ଏକ ଟିମ ବୁଧବାର ରାଜ୍ୟପାଳ ଭଗତ ସିଂହ କୋଶିୟାରୀଙ୍କୁ ଭେଟିଛି। ନେତାମାନେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଭେଟିବା ସହିତ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ
Read More...

ପଶ୍ଚିମବଙ୍ଗ ଓ ଆସାମରେ ପ୍ରଚାର କରିବେ ମୋଦୀ

ନୂଆଦିଲ୍ଲୀ: ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ଜୋରଦାର ପ୍ରଚାର କରାଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେପି ତରଫରୁ ବୁଧବାର ପଶ୍ଚିମବଙ୍ଗ ଏବଂ ଆସାମରେ ପ୍ରଚାର କରିବେ। ଉଭୟ ରାଜ୍ୟରେ ମୋଦୀ ଦଳୀୟ ରାଲିରେ
Read More...

ରାଜ୍ୟରେ୧୭୦ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯାଉଛି। ଦିନକରେ ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୯୯, ସ୍ଥାନୀୟ ୭୧। ମୋଟ ପଜିଟିଭ ୩,୩୯,୨୪୬କୁ ବୃଦ୍ଧି ପାଇଛି। ୩,୩୬,୨୬୬ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୦୮ ସକ୍ରିୟ ଆକ୍ରାନ୍ତ
Read More...

ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୪୭,୨୬୨ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଚିନ୍ତା ବଢାଉଛି ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ଆଉ ୪୭,୨୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୭,୩୪,୦୫୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨୭୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୦,୪୪୧ରେ
Read More...

ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲାନି ଟିକଟ

କଲକାତା: ସ୍ବତନ୍ତ୍ର ଭାବେ ଦଳରେ ମିଶିଲେ ଏବଂ ପଶ୍ଚିମବଙ୍ଗ ମତଦାତା ତାଲିକାରେ ନିଜର ନାମ ପଞ୍ଜୀକରଣ କଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତିରେ ନିଜକୁ ‘କୋବ୍ରା’ ବୋଲି ଦର୍ଶାଇ ‘ଥରେ ଦଂଶନ କଲେ ବ୍ୟକ୍ତି ଫଟୋ ହୋଇଯିବ’ ବୋଲି ବାହୁସ୍ଫୋଟ ମାରିଲେ। ଏହା ସତ୍ତ୍ବେ ତାଙ୍କୁ
Read More...

ମେ’ ୨୩ରେ ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ୱର: କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ମଧ୍ୟରେ ଆଜି ଓଡିଶା ସିଭିଲ୍ ସର୍ଭିସେସ୍ (ପ୍ରିଲିମିନାରୀ) ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ଓଡିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏହି ଓଏଏସ୍ ପ୍ରିଲିମିନାରୀ ପରୀକ୍ଷା ମେ’ ୨୩ ତାରିଖ ରବିବାର ୫ଟି
Read More...

ସରକାରୀ ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱର: ଆଜି ମହାତ୍ମାଗାନ୍ଧୀଙ୍କ ଓଡିଶାକୁ ପ୍ରଥମଥର ଆଗମନର ୧୦୦ ବର୍ଷ ପୂର୍ତି ପାଳନ କରାଯାଇଛି । ବିଧାନସଭା ଅଧିବେଶନ ଚାଲିଥିବା ବେଳେ ଆଜି ଗୃହର ଭିତରେ ଓ ବାହାରେ ଏହା ପାଳନ କରାଯିବା ସହିତ କଟକରେ ପଦଯାତ୍ରା କରାଯାଇଥିଲା । ବିଭିନ୍ନସ୍ଥାନରେ ଏଥିନେଇ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ
Read More...

ଆସନ୍ତା ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା

ନୂଆଦିଲ୍ଲୀ: କରୋନା ଟିକାକୁ ନେଇ କେନ୍ଦ୍ର ସରକାର ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶରେ ଆସନ୍ତା ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଅଧିକ ବୟସ୍କ ଟିକା ନେଇପାରିବେ ବୋଲି କେନ୍ଦ୍ର କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଏକ ସାମ୍ବାଦିକ
Read More...

ଦେଶରେ ଦିନକରେ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କିଛି ଦିନରେ ଦୈନିକ ସଂକ୍ରମଣ ୪୦ ହଜାର ଟପୁଥିବା ଦେଖାଯାଇଛି। ୨୪ ଘଣ୍ଟାରେ ଆଉ ୪୦,୭୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୬,୮୬,୭୯୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା
Read More...