ରାଜ୍ୟରେ ଆଉ ୧୧୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି। ୨୪ ଘଣ୍ଟାରେ ଆଉ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୬୭, ସ୍ଥାନୀୟ ୪୬ । ମୋଟ ପଜିଟିଭ ସଂଖ୍ୟା ୩,୩୯,୦୭୬ରେ ପହଞ୍ଚିଛି। ୩,୩୬,୨୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୯୮ ସକ୍ରିୟ!-->…
Read More...
Read More...