Browsing Category

ପ୍ରମୁଖ ଖବର

ବିଶ୍ୱ ଖୁସି ରାଷ୍ଟ୍ର ତାଲିକାରେ ଭାରତର ସ୍ଥାନ ୧୩୯

ନୂଆଦିଲ୍ଲି: ଜାତିସଂଘର ‘ୱାର୍ଲଡ୍ ହାପିନେସ୍ (ଖୁସି)ରିପୋର୍ଟ ୨୦୨୧’ ତାଲିକାରେ ବିଶ୍ୱର ୧୪୯ ଦେଶ ମଧ୍ୟରୁ ଭାରତ ୧୩୯ ନମ୍ବରରେ ସ୍ଥାନ ପାଇଛି । ଏହି ତାରିକାର ସର୍ବାଗ୍ରେ ରହିଛି ଫିନ୍ଲାଣ୍ଡ । ଫିଲା ବିଶ୍ୱର ସବୁଠୁ ଖୁସି ରାଷ୍ଟ୍ର ବୋଲି କୁହାଯାଇଛି । ଜାତିସଂଘର ‘ସଷ୍ଟେନେବଲ୍
Read More...

ଭୁବନେଶ୍ୱରରେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିଦ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଂଚଛନ୍ତି । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଶ୍ରୀ କୋବିଦ ସସ୍ତ୍ରିକ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କରିପବା ପରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ,
Read More...

ବ୍ୟକ୍ତିର ବିକାଶ ହିଁ ରାଷ୍ଟ୍ର ନିର୍ମାଣର ଆଧାର ହେଉ: ରାଜ୍ୟପାଳ

ଭୁବନେଶ୍ୱର : ବ୍ୟକ୍ତିର ବିକାଶ ହିଁ ରାଷ୍ଟ୍ର ନିର୍ମାଣର ଆଧାର ହେବା ଦରକାର । ପ୍ରଗତି ପ୍ରକ୍ରିୟାରେ ଅନ୍ତର୍ଭୁକ୍ତି ବିକାଶଧାରାକୁ ପ୍ରୟୋଗ କରିବା ଆବଶ୍ୟକ । ଭାରତ ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି । ବିକାଶ ନିମନ୍ତେ ଅନୁକୂଳ ପରିବେଶ ନିର୍ମାଣ ହୋଇଛି ବୋଲି ରାଜ୍ୟପାଳ ପ୍ରଫେସର
Read More...

ବଢ଼ିଲା ଲର୍ଣ୍ଣର୍ସ ଲାଇସେନ୍ସ ବୈଧତା ଅବଧି

ଭୁବନେଶ୍ବର: ଗାଡ଼ିଚାଳକଙ୍କ ପାଇଁ ବଡ଼ ଖବର। ବଢ଼ିଲା ଲର୍ଣ୍ଣର୍ସ ଲାଇସେନ୍ସ ବୈଧତା ଅବଧି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିବା ଲାଗି ରାଜ୍ୟ ସରକାର ଏହି ଅବଧିକୁ ଆସନ୍ତା ଜୁନ ୩୦ ଯାଏଁ ବୄଦ୍ଧି କରିଛନ୍ତି। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ) ପକ୍ଷରୁ ବିଜ୍ଞପ୍ତି
Read More...

ରାଜ୍ୟରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ଦିନକରେ ଆଉ ୧୨୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୭୧, ସ୍ଥାନୀୟ ୪୯। ମୋଟ ପଜିଟିଭ ୩,୩୮,୭୧୯କୁ ବୃଦ୍ଧି ପାଇଛି।୩,୩୫,୯୯୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫୪ ସକ୍ରିୟ ଆକ୍ରାନ୍ତ
Read More...

ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ବର : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ୨୧ ତାରିଖ ଦିନ ସକାଳେ ରାଉରକେଲା ଯାଇ ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଶ୍ରୀ କୋବିନ୍ଦ ଯୋଗଦେବେ। ପରେ ସେଠାରେ
Read More...

କୋଭିଡ୍‌ ନିୟମ ନ ମାନିଲେ ଆଜୀବନ ବିମାନ ଯାତ୍ରା ଉପରେ ଲାଗିପାରେ ପ୍ରତିବନ୍ଧକ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ବିତୀୟ ଲହରି ଆରମ୍ଭ ହେଲାଣି। ଯାହାଫଳରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏପରି ସ୍ଥିତିରେ ବିମାନ ଯାତ୍ରୀଙ୍କ ପାଇଁ ସରକାରଙ୍କ ପକ୍ଷରୁ କେତେକ ନିୟମ ଧାର୍ଯ୍ୟ କରାଯାଇଛି। ବିମାନ ଯାତ୍ରା ସମୟରେ ଏହି ନିୟମ ନ ମାନିଲେ
Read More...

ଲକ୍ଷ୍ନୌ-ଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ଗାଜିୟାବାଦ : ଲକ୍ଷ୍ନୌ-ଶତାବ୍ଦୀ ଏକ୍ସପ୍ରେସର ଲଗେଜ ତଥା ଜେନେରେଟର ବଗିରେ ଆଜି ସକାଳ ୬ଟା ୪୧ରେ ଅଗ୍ନିକାଣ୍ଡ ହୋଇଛି। ଖବର ଜଣାପଡିବା ପରେ ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହେବା ରେଲୱେ ପ୍ରଶାସନ , ଅଧିକାରୀ ତୁରନ୍ତ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ଏଥିରେ
Read More...

କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ; ୫ ମୃତ

ମୁମ୍ବଇ : ମହାରାଷ୍ଟ୍ରର ରତ୍ନଗିରିସ୍ଥିତ ଏକ କେମିକାଲ ଫ୍ୟାକ୍ଟ୍ରିରେ ଶନିବାର ସକାଳ ୮ଟା ୩୦ରେ ବିସ୍ଫୋରଣ ଘଟିଥିବା ନେଇ ଖବର ମିଳିଛି। ବିସ୍ଫୋରଣ କାରଣରୁ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକେ ଆହତ ହୋଇଛନ୍ତି। ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନିଆଯାଇଛି। ଉଦ୍ଧାର କାର୍ଯ୍ୟ
Read More...

୨୪ ଘଣ୍ଟାରେ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଳୀ : ଦେଶରେ ପୁଣି ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଆଉ ୪୦,୯୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୫୫,୨୮୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୮୮ ଆକ୍ରାନ୍ତଙ୍କ
Read More...