Browsing Category

ପ୍ରମୁଖ ଖବର

୨୪ ଘଣ୍ଟାରେ ୪୦ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ୨୪ ଘଣ୍ଟାରେ ୪୦ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ୩୯,୭୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୫,୧୪,୩୩୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୧୫୪
Read More...

କଟକ ସ୍ଥିତ ଘରୋଇ କଲେଜରେ ବୁଧବାର ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ

କଟକ: କଟକ ଲିଙ୍କ‌ରୋଡ଼ ସ୍ଥିତ ଘରୋଇ କଲେଜରେ ବୁଧବାର ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସମ୍ପୃକ୍ତ କଲେଜରୁ ପୁଣି ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗୁରୁବାର ୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା । ସେଥିରୁ ୧୩ ଜଣଙ୍କ ରିପୋର୍ଟ
Read More...

ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀର ଟଙ୍କପାଣି ରୋଡରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣଙ୍କର ମୃତ୍ୟୁ ହୋଇଛି। କାମ ବେଳେ ଶ୍ୱାସ ରୁଦ୍ଧ ହୋଇଯିବାରୁ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ
Read More...

ରାଜ୍ୟରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯାଉଛି। ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଅତିକ୍ରମ କରିଛି। ଆଉ ୧୧୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।ସଙ୍ଗରୋଧରୁ ୬୪, ସ୍ଥାନୀୟ ୪୬। ମୋଟ ପଜିଟିଭ ସଂଖ୍ୟା ୩,୩୮,୫୯୯କୁ ବୃଦ୍ଧି ପାଇଛି। ୩,୩୫,୯୨୩ ସୁସ୍ଥ ହୋଇ ଘରକୁ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୩ ମୃତ

ନୟାଗଡ : ନୟାଗଡ ଜିଲା ଶରଣକୁଳ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଠାରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ୨ବାଇକ ମଧ୍ୟରେ ମୁହାମୁହିଁ ଧକ୍କା ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଓ ଗୁରୁତରଙ୍କ ପରିଚୟ ଅସ୍ପଷ୍ଟ ରହିଛି।
Read More...

କୋଭିଡ କଟକଣା ମଧ୍ୟରେ ପିପିଲି ନିର୍ବାଚନ

ଭୁବନେଶ୍ୱର: କୋଭିଡ-୧୯ କଟକଣା ମଧ୍ୟରେ ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଶୁଶୀଲ କୁମାର ଲେହାନୀ କହିଛନ୍ତି । ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇ ସେ କହିଛନ୍ତି ଯେ, କୋଭିଡ୍ ଗାଇଡ୍ଲାଇନ୍ ମାନି ଭୋଟ୍ ଗ୍ରହଣ
Read More...

ପଞ୍ଚମ ଦିନ ବି ଗୃହ ଅଚଳ କଲେ

ଭୁବନେଶ୍ୱର: ଧାନକିଣାରେ ଅବବ୍ୟସ୍ଥା ଏବଂ ବିଧାୟକଙ୍କ କ୍ଷମା ଦାବି କରି ଆଜି କ୍ରମାଗତ ପଞ୍ଚମ ଦିନପାଇଁ ଉଭୟ ଶାସକ ଓ ବିରୋଧୀ ଦଳ ବିଧାନସଭାକୁ ଅଚଳ କରିଦେଇଛନ୍ତି । ଫଳରେ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ୨ଥରରେ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିବାକୁ ବାଧ୍ୟ
Read More...

ଦ୍ୱିତୀୟ ଲହର ରୋକିବାକୁ ହେବ

ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣର ଦ୍ୱିତୀୟ ଲହରୀ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଚିନ୍ତାପ୍ରକଟ କରିବା ସଙ୍ଗେ୍ ସଙ୍ଗେ ଏହାକୁ ରୋକିବାକୁ ହେବ ବୋଲି କହିଛନ୍ତି । ଆଜି ଦେଶର ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ
Read More...

ବିଜେପି ସାଂସଦଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ହିମାଚଳ ପ୍ରଦେଶର ବିଜେପି ସାଂସଦ ରାମ ସ୍ୱରୂପ ଶର୍ମାଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ଦିଲ୍ଲୀର ଉତ୍ତର ଆଭେନ୍ୟୁରେ ଥିବା ତାଙ୍କ ନିବାସରେ ଆଜି ତାଙ୍କ ମୃତଦେହ ମିଳିଛି। ଦିଲ୍ଲୀ ପୁଲିସର ସୂଚନାନୁସାରେ, ତାଙ୍କର ଜଣେ କର୍ମଚାରୀଙ୍କଠାରୁ ଏକ ଫୋନ କଲ ଆସିବା ପରେ ଏହି ଘଟଣା ଜଣାପଡିଥିଲା।
Read More...

ଆଗାମୀ ବିଧାନସଭା ନିର୍ବାଚନରେ ବ୍ୟବହାର ହେବ ଇଭିଏମ ସହ ଭିଭିପାଟ

ନିର୍ବାଚନ କମିଶନ ବିଧାନସଭା ନିର୍ବାଚନ ହେବାକୁ ଥିବା କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଓ ପୁଡୁଚେରୀ କେନ୍ଦ୍ରଶାସିତ ଅଞ୍ଚଳର ସମସ୍ତ ଭୋଟ୍ ଗ୍ରହଣ କେନ୍ଦ୍ରରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ ସହ ଭିଭିପାଟ୍ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି। ନିର୍ବାଚନ ପ୍ରକ୍ରିୟାରେ ସ୍ୱଚ୍ଛତା
Read More...