ସେପ୍ଟେମମ୍ବର ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ବିମାନ ସେବା
ନୂଆଦିଲ୍ଲୀ- ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରଖିବାକୁ ଡିଜିସିଏ ପକ୍ଷରୁ କୁହାଯାଇଛି । ତେବେ ସହମତି ଭିତିରେ ନିର୍ଦ୍ଧିଷ୍ଟ ସ୍ଥାନକୁ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ କରା ଯାଇପାରିବ । ଏଥିପାଇଁ ସରକାରୀ ସ୍ତରରେ ଆଲୋଚନା ଚାଲିଛି ।!-->…
Read More...
Read More...