ଦେଶରେ ୩୫ ଲକ୍ଷ ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ- ଦେଶରେ ଗୋଟିଏ ଦିନରେ ୭୮,୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୫,୪୨, ୭୩୩ରେ ପଂହଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ଏଯାବତ୍ ୨୭,୧୩,୯୩୩ ଜଣ ଆରୋଗ୍ୟ!-->…
Read More...
Read More...