ଦିନକରେ ଦେଶରେ ୬୬ ହଜାର ୯୯୯ କରୋନା ଆକ୍ରାନ୍ତ; ୯୪୨ ମୃତ
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୬ ହଜାର ୯୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୯୬ହଜାର ୬୩୭ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୯୪୨ ଜଣ!-->…
Read More...
Read More...