କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା କରୋନା ପଜିଟିଭ୍
ବେଙ୍ଗାଲୁରୁ: କରୋନା କବଳରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ସିଦ୍ଧ ରମୈୟା । କରୋନା ପଜିଟିଭ ଚିହ୍ନଟ ପରେ ହସ୍ପିଟାଲରେ ଭର୍ତ୍ତି । ଏନେଇ ସେ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି । ଟ୍ବିଟ କରି ଲେଖିଛନ୍ତି, ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ତେଣୁ!-->…
Read More...
Read More...