ଓଡ଼ିଆ ଶ୍ରମିକଙ୍କୁ ନେଇ ଆସୁଥିବା ଟ୍ରକ୍ ଓଲଟି ପଡ଼ିବାରୁ ୫ ଆହତ
ନାଶିକ: ୫୩ ଜଣ ପ୍ରବାସୀ ଶ୍ରମିକଙ୍କୁ ନେଇ ଓଡ଼ିଶା ଅଭିମୁଖେ ଆସୁଥିବା ଟ୍ରକ୍ ଗୁରୁବାର ଦିନ ମହାରାଷ୍ଟ୍ରର ନାଶିକ ଜିଲ୍ଲାର ଘୋତି-ସିନ୍ନାର ରାଜପଥରେ ଓଲଟି ପଡ଼ିବାରୁ ୫ ଜଣ ଶ୍ରମିକ ସାଙ୍ଘାତିକ ଆହତ ହୋଇଛନ୍ତି।ସେମାନଙ୍କୁ ନାଶିକ ସରକାରୀ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି।
୫୩ ଜଣ!-->!-->!-->…
Read More...
Read More...