ରାଜନାଥଙ୍କୁ କରୋନା
				ନୂଆଦିଲ୍ଲୀ  : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଗୁରୁବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ସେ ଏବେ ଘରେ କ୍ୱାରେଣ୍ଟାଇନରେ ଅଛନ୍ତି । ତାଙ୍କ ଠାରେ ଅଳ୍ପ ଲକ୍ଷଣ ରହିଛି । ଡାକ୍ତରଙ୍କ ଏକ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ।!-->…					
Read More...
				Read More...
