Browsing Category

ଦେଶ

ଏହା ମୋ ଜୀବନର ସବୁଠାରୁ ଖୁସି ମୁହୂର୍ତ୍ତ: ନକ୍ସଲ କବଳରୁ ମୁକ୍ତ କୋବ୍ରା କମାଣ୍ଡୋଙ୍କ ପତ୍ନୀ

ଶ୍ରୀନଗର: ଛତିଶଗଡରେ ନକ୍ସଲଙ୍କ ଦ୍ୱାରା ଅପହୃତ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମାନହାସଙ୍କୁ ଗୁରୁବାର ମୁକ୍ତ କରାଯିବା ପରେ ତାଙ୍କ ପତ୍ନୀ ମିନୁ ଅତ୍ୟନ୍ତ ଭାବବିହ୍ୱଳ ହୋଇପଡିଥିଲେ। ମିନୁ କହିଥିଲେ, ସ୍ୱାମୀଙ୍କୁ ମୁକ୍ତ କରାଯିବା ତାଙ୍କ ପାଇଁ ଜୀବନର ସବୁଠାରୁ ଖୁସି ମୁହୂର୍ତ୍ତ।
Read More...

ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଆଜି ମଧ୍ୟାହ୍ନ ୧୨ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ
Read More...

୩ ମହିଳା ସ୍ୱାସ୍ଥ୍ୟ କର୍ମୀ ଅପହୃତ

ଛତିଶଗଡ :  ବିଜାପୁର ଜିଲ୍ଲାରେ ପୁଣି ଲାଲବାହିନୀର ଆତଙ୍କରାଜ ଦେଖାଯାଇଛି। ସିଆରପିଏଫ ଯବାନଙ୍କୁ ମୁକ୍ତ କରିବାର ୨୪ ଘଣ୍ଟା ନ ବିତୁଣୁ ପୁଣି ଆଉ ୩ ଜଣଙ୍କୁ ନକ୍ସଲ ଅପହରଣ କରି ନେଇଛନ୍ତି  । ପୁଲିସ ଇନଫର୍ମର ସନ୍ଦେହରେ ମାଓବାଦୀମାନେ ୩ ଜଣ ମହିଳା ସ୍ୱାସ୍ଥ୍ୟ କର୍ମୀଙ୍କୁ ଅପହରଣ କରି
Read More...

ଆଜି ଭାରତ-ଚୀନ ଏକାଦଶ ରାଉଣ୍ଡ କର୍ପସ କମାଣ୍ଡରସ୍ତରୀୟ ବୈଠକ

ନୂଆଦିଲ୍ଲୀ: ଲଦାଖରେ ସୀମା ବିବାଦକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନା ପ୍ରଶମିତ କରିବାକୁ ଭାରତ ଓ ଚୀନ ମଧ୍ୟରେ ଆଜି ଶୁକ୍ରବାର କର୍ପସ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେଉଛି। ଏହା ଦୁଇଦେଶ ମଧରେ ଏକାଦଶତମ କର୍ପସ କମାଣ୍ଡରସ୍ତରୀୟ ବୈଠକ ଏବଂ ଏହା ପୂର୍ବ ଲଦାଖର ଚୁଶୁଲଠାରେ ଅନୁଷ୍ଠିତ
Read More...

ଆଜିଠାରୁ ଆଇପିଏଲ୍‌-୧୪

ଚେନ୍ନଇ: ଦେଶରେ ମହାମାରୀ କରୋନାର ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ବାତାବରଣର ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଏସବୁକୁ ବଳିଯାଇଛି କ୍ରିକେଟ୍‌ ଫିଭର। ଶୁକ୍ରବାରଠାରୁ ବିଶ୍ବର ସବୁଠାରୁ ଧନଶାଳୀ ପେସାଦାର ଟ୍ବେଣ୍ଟି୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍‌) ଆରମ୍ଭ
Read More...

ରେକର୍ଡ ଭାଙ୍ଗୁଛି କରୋନା ;ଦେଶରେ ୧ଲକ୍ଷ ୩୧ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ କରୋନା ପୁଣି ନିଜର କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଦିନ ଏକ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେବା ସହ ନୂଆ ରେକର୍ଡ଼ ସୃଷ୍ଟି କରୁଛି। ୨୪ ଘଣ୍ଟାରେ ୧ ଲକ୍ଷ ୩୧ ହଜାର ୯୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୦,୬୦, ୫୪୨କୁ
Read More...

ସୋଲାର ପିଭି ନିର୍ମାଣ ପାଇଁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ଉଚ୍ଚମାନର ସୋଲାର ପିଭି ମଡ୍ୟୁଲ ଉତ୍ପାଦନ ପାଇଁ ଉଦ୍ଧିଷ୍ଟ ଜାତୀୟ କାର୍ଯ୍ୟକ୍ରମକୁ ପିଏଲଆଇ ସୁବିଧା ଦେବାକୁ କ୍ୟାବିନେଟର ଅନୁମୋଦନ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଦେଶରେ ଅତି ଉଚ୍ଚମାନର ସୋଲାର ପିଭି
Read More...

ପଶ୍ଚିମବଙ୍ଗ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମୈଦାନରେ ରାହୁଲ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ୮ ଟି ପର୍ଯ୍ୟାୟରେ ହେଉଥିବା ଭୋଟ ଗ୍ରହଣରୁ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି । ହେଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏପର୍ଯ୍ୟନ୍ତ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରକୁ ନଯିବାକୁ ନେଇ ଚାରିଆଡୁ ଆଲୋଚନା ହେଉଛି । ଏହାରି ମଧ୍ୟରେ ଖବର
Read More...

ଛତିଶଗଡ ପରେ ମଧ୍ୟପ୍ରଦେଶରେ ଲାଗୁହେଲା ଲକଡାଉନ୍

ମଧ୍ୟପ୍ରଦେଶ : ସାରା ଦେଶରେ କରୋନା ସଂକଟ ଭିତରେ ମଧ୍ୟପ୍ରଦେଶରେ ବି କରୋନା ସଂକ୍ରମଣ ଭୟାନକ ରୂପ ନେବାରେ ଲାଗିଛି । ଏହାରି ମଧ୍ୟରେ ସଂକ୍ରମଣକୁ ରୋକିବାକୁ ମୁଖ୍ୟମନ୍ତ୍ରୀ ଶିବରାଜସିଂ ଚୌହାନ କଡା ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟର ପ୍ରମୁଖ ସହର ମାନଙ୍କରେ ୬୦ ଘଂଟା ପାଇଁ ପୂର୍ଣ୍ଣ
Read More...

ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ। ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ। ୨୪ ଘଣଟାରେ ଦେଶରେ ୧,୧୫,୭୩୬ ନୂଆ କରୋନା ପଜଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୨୮,୦୧,୭୮୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୬୩୦ ଆକ୍ରାନ୍ତଙ୍କ
Read More...