ବସ୍ ଧକ୍କାରେ ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ମୃତ
ଭୋପାଳ: ମଧ୍ୟପ୍ରଦେଶର ଗ୍ବାଲିୟରରେ ମଙ୍ଗଳବାର ସକାଳେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଧକ୍କାରେ ଗୋଟିଏ ଯାତ୍ରୀବାହୀ ଅଟୋ ଚୂରମାର୍ ହୋଇଯିବା ସହିତ ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ ଗଭୀର!-->…
Read More...
Read More...