ଆଗାମୀ ବିଧାନସଭା ନିର୍ବାଚନରେ ବ୍ୟବହାର ହେବ ଇଭିଏମ ସହ ଭିଭିପାଟ
ନିର୍ବାଚନ କମିଶନ ବିଧାନସଭା ନିର୍ବାଚନ ହେବାକୁ ଥିବା କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଓ ପୁଡୁଚେରୀ କେନ୍ଦ୍ରଶାସିତ ଅଞ୍ଚଳର ସମସ୍ତ ଭୋଟ୍ ଗ୍ରହଣ କେନ୍ଦ୍ରରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ ସହ ଭିଭିପାଟ୍ ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି। ନିର୍ବାଚନ ପ୍ରକ୍ରିୟାରେ ସ୍ୱଚ୍ଛତା!-->…
Read More...
Read More...