Browsing Category

ଦେଶ

ଆଗ୍ରା-ଦିଲ୍ଲୀ ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୭ ମୃତ

ମଥୁରା : ଆଗ୍ରା-ଦିଲ୍ଲୀ ଏକ୍ସପ୍ରେସୱେରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିବା ନେଇ ବୁଧବାର ଖବର ମିଳିଛି। ଟ୍ୟାଙ୍କର ଓ କାର ମଧ୍ୟରେ ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଚାଲି ଯାଇଛି। ଏହି ଦୁର୍ଘଟଣା ୟମୁନା ଏକ୍ସପ୍ରେସୱେରେ ନୌହଝୀଲ ଥାନା ଅନ୍ତର୍ଗତ ଅଞ୍ଚଳରେ ଘଟିଛି। ଦୁର୍ଘଟଣାରେ କାରରେ
Read More...

ଇମ୍ରାନଙ୍କ ବିମାନଙ୍କୁ ଭାରତର ଅନୁମତି

ନୂଆଦିଲ୍ଲୀ: ଭାରତୀୟ ବାୟୁ ସୀମାରେ ପାକିସ୍ତାନ ବିମାନକୁ ଉଡାଣ ଲାଗି କେନ୍ଦ୍ରସରକାର ଅନୁମତି ପ୍ରଦାନ କରିଛନ୍ତି । ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଭାରତୀୟ ବାୟୁସୀମା ଦେଇ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ କାଁଙ୍କ ବିମାନ ଉଡ଼ିବା ଲାଗି ଅନୁମତି ପାକିସ୍ତାନ ଅନୁମତି ମାଗିଥିଲା । ତେବେ
Read More...

ବିହାରର କଟିହାରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୬ମୃତ, ୩ ଆହତ

କଟିହାର : ବିହାରର କଟିହାରରେ କୁସ୍ରେଲା ଥାନା ଅନ୍ତର୍ଗତ ୩୧ ନମ୍ବର ରାଷ୍ଟ୍ରୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ମଙ୍ଗଳବାର ଖବର ମିଳିଛି। ଟ୍ରକ ଓ ସ୍କ୍ରପିଓ ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକମାନେ
Read More...

ରାସ୍ତା କଡରେ ଥିବା ଟ୍ୟାଙ୍କରକୁ ଧକ୍କା ଦେଲା କାର, ୬ ମୃତ

ଇନ୍ଦୋର : ମଧ୍ୟପ୍ରଦେଶର ଇନ୍ଦୋରରେ ସଡକ ଦୁର୍ଘଟଣା ଘଟିଥିବା ନେଇ ମଙ୍ଗଳବାର ଖବର ମିଳିଛି। ଲସୁଡିୟା ଥାନା ଅନ୍ତର୍ଗତ ତଲାବଲୀ ଚାନ୍ଦା ଅଞ୍ଚଳରେ ଦ୍ରୁତ ଗତିରେ ଆସୁଥିବା କାର ଭାରସାମ୍ୟ ହରାଇ ରାସ୍ତା କଡରେ ଛିଡା ହୋଇଥିବା ଇନ୍ଧନ ଟ୍ୟାଙ୍କରକୁ ଧକ୍କା ଦେବାରୁ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ
Read More...

କର୍ଣ୍ଣାଟକର ଚିକାବଲାପୁର ପଥର ଖାଦାନରେ ବିସ୍ଫୋରଣ ; ୬ ମୃତ

ବେଙ୍ଗାଲୁରୁ : କର୍ଣ୍ଣାଟକର ଚିକାବଲାପୁର ଜିଲା ସ୍ଥିତ ହିରେନାଗାଭାଲି ପଥର ଖାଦାନରେ ବିସ୍ଫୋରଣ ଘଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନେଇ ମଙ୍ଗଳବାର ଜଣାପଡ଼ିଛି। ଅନ୍ୟ କେତେକ ଏଥିରେ ଗୁରୁତର ମଧ୍ୟ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ମିଳିଥିବା ସୂଚନା ଅନୁଯାୟୀ,
Read More...

ଦେଶରେ ଆଉ ପଜିଟିଭ ୧୦,୫୮୪

ନୂଆଦିଲ୍ଲୀ : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ଦିନକରେ ଆଉ ୧୦,୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୦,୧୬,୪୩୪କୁ ବୃଦ୍ଧି ପାଇଛି। ୭୮ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
Read More...

ମୋଟେରା ପିଚ୍‌ ସ୍ପିନର ସହାୟକ ହେବ

ଅହମ୍ମଦାବାଦ :  ଭ୍ରମଣକାରୀ ଇଂଲଣ୍ଡ ଓ ଘରୋଇ ଭାରତୀୟ କ୍ରିକେଟ୍‌ ଦଳ ମଧ୍ୟରେ ଖେଳାଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ୩ୟ ମ୍ୟାଚ୍‌ ଆସନ୍ତା ୨୪ରୁ ଦିବାରାତ୍ର ଭାବେ ନବନିର୍ମିତ ମୋଟେରା ଷ୍ଟାଡ଼ିୟମରେ ଖେଳାଯିବ।ଏହି ଟେଷ୍ଟ ମ୍ୟାଚ୍‌ ପାଇଁ ଯେଉଁ ପିଚ୍‌ ପ୍ରସ୍ତୁତ କରାଯାଇଛି
Read More...

ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦେଶ : କଟକଣା କଡ଼ାକଡ଼ି କର

ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁ ସଂକ୍ରମଣ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ମହାରାଷ୍ଟ୍ର, କେରଳ, ଛତିଶଗଡ, ମଧ୍ୟପ୍ରଦେଶ, ପଞ୍ଜାବ ଓ ଜାମ୍ମୁ-କାଶ୍ମୀରରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ନେଇ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
Read More...

ଦେଶରେ ୧୪,୧୯୯ ନୂଆ ଚିହ୍ନଟ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ପୁଣି ସଂକ୍ରମଣ ବୃଦ୍ଧି ପାଉଥିବା ଦେଖାଯାଇଛି। ୨୪ଘଣ୍ଟାରେ ୧୪ ହଜାର ଦୈନିକ ସଂକ୍ରମଣ ଅତିକ୍ରମ କରିଛି। ୧୪,୧୯୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ପଜିଟିଭଙ୍କ ସଂଖ୍ୟା ୧,୧୦,୦୫,୮୫୦କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୮୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା
Read More...

ଏଲଏସିରୁ ସେନା ପ୍ରତ୍ୟାହାର ପାଇଁ ଚୀନ୍ ଉପରେ ଭାରତର ଚାପ

ନୂଆଦିଲ୍ଲୀ: ଏଲଲସିରେ ଲାଗି ରହିଥିବା ବିବାଦକୁ ନେଇ ଦୀର୍ଘ ୧୬ ଘଂଟା ପରେ ଭାରତ ଏବଂ ଚୀନ ମଧ୍ୟରେ ଆଲୋଚନା ଶେଷ ହୋଇଛି । ଦୁଇ ଦେଶ ମଧ୍ୟରେ ଆଲୋଚନା ସକରାତ୍ମକ ହୋଇଥିବା ଜଣାପଡିଛି । ତେବେ ଏଲଏସିର ବିବାଦୀୟ ସ୍ଥାନ ଗୋଗେରା ହାଇଟ୍ସ, ହାଟ୍ ସ୍ପ୍ରିଙ୍ଗ ଏବଂ ଡେପସାଙ୍ଗ ଅଞ୍ଚଳରୁ ସୈନ୍ୟ
Read More...