Browsing Category

ଦେଶ

୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ସରକାରଙ୍କର ନିର୍ଦ୍ଦେଶ, ଆସନ୍ତାକାଲିଠାରୁ ଦେଶ ବ୍ୟାପି ଡ୍ରାଏ ରନ୍

ନୂଆଦିଲ୍ଲୀ :  ଦେଶରେ କୋଭିଡ୍‍ ପ୍ରତିଷେଧକ ଟିକା ପ୍ରଦାନ ଲାଗି କେନ୍ଦ୍ର ସରକାର ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଇତିମଧ୍ୟରେ ୩୫କୋଟି ସିରିଞ୍ଜ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି। ପ୍ରାଥମିକତା
Read More...

ବିଶ୍ୱସ୍ତରୀୟ ହେବ ପାରଦ୍ୱୀପ ବନ୍ଦର

ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବା ପାଇଁ କେନ୍ଦ୍ର କ୍ୟାବିନେଟ୍ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରିଛନ୍ତ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍ କମିଟି ବୈଠକରେ ପାରାଦୀପ ବନ୍ଦର
Read More...

ଉତରାଖଣ୍ଡ ମୁଖମନ୍ତ୍ରୀ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତରିତ

ନୂଆଦିଲ୍ଲୀ: ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂହ ରାୱତଙ୍କୁ ସୋମବାର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଛି । ଛାତିରେ ସଂକ୍ରମଣ କାରଣରୁ ରବିବାର ମୁଖ୍ୟମନ୍ତ୍ରୀ ରାୱତଙ୍କୁ ଦିଲ୍ଲୀ ଅଣାଯାଇଥିଲା । ତେବେ ସ୍ୱାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ଦିଲ୍ଲୀ
Read More...

ଦିଲ୍ଲୀରେ ଗଡିଲା ଚାଳକ ବିହୀନ ଟ୍ରେନ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆନୁଷ୍ଠାନିକ ଭାବେ ଦିଲ୍ଲୀ ମେଟ୍ରୋର ମଜେଂଟା ଲାଇନ୍ରେ ଦେଶର ପ୍ରଥମ ତଥା ସମ୍ପୂର୍ଣ୍ଣ-ସ୍ୱୟଂଚାଳିତ ଚାଳକବିହୀନ ରେଳ ସେବାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଲେ, ଭାରତ କେତେ ଶୀଘ୍ର ସ୍ମାର୍ଟ ସିଷ୍ଟମ୍
Read More...

୩୦ରେ କୃଷକ ଓ କେନ୍ଦ୍ର ସରକାରଙ୍କ ଆଲୋଚନା

ନୂଆଦିଲ୍ଲୀ : ଦିଲ୍ଲୀ ଉପକଣ୍ଠରେ ଆନ୍ଦୋଳନ ଚଳାଇଥିବା କୃଷକ ଏବଂ କେନ୍ଦ୍ର ସରାକରଙ୍କ ମଧ୍ୟରେ ଆସନ୍ତାକାଲି ବଦଳ​ରେ ବୁଧବାର ୩୦ ତାରିଖରେ ଆଉ ଏକ ପର୍ଯ୍ୟାୟ  ଆଲୋଚନା ଅନୁଷ୍ଠିତ ହେବ। ୩୦ ତାରିଖ ଦିନ ୨ଟାରେ ବିଜ୍ଞାନ ଭବ​ନରେ​‌ ଏହି ଆଲୋଚନା ପାଇଁ ସମୟ ଧାର୍ଯ୍ୟ କରାଯାଇଛି।​‌ ସେମବାର ଏହି
Read More...

ଦିନକରେ ୨୨ ହଜାର ୨୭୨ ନୂଆ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଛି। ଦିନକରେ ୨୨ ହଜାର ୨୭୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୫୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୭ ହଜାର ୩୪୩ରେ ପହଞ୍ଚିଛି। ୨୪ ଘଣ୍ଟାରେ
Read More...

ୟୁନାଇଟେଡ ନେସନ୍ସ ୟୁନିଭରସିଟି ଫର ଗ୍ଲୋବାଲ ପିସ ପକ୍ଷରୁ ଦୀକ୍ଷାନ୍ତ ସମାରୋହ

କୋଲକତା: ୟୁନାଇଟେଡ ନେସନ୍ସ ୟୁନିଭରସିଟି ଫର ଗ୍ଲୋବାଲ ପିସ ଏବଂ ଇଂଟରନେଶନାଲ ବେନିଭୋଲାଂଟ ରିସର୍ଚ୍ଚ ଫାଉଣ୍ଡେସନ ର ମିଳିତ ଆନୁକୂଲ୍ୟରେ କୋଲକତାସ୍ଥିତ ଭେଦିକ ଭିଲେଜ ରିସୋର୍ଟସରେ ଗତ ୨୨ତାରିଖ ଦିନ ଏକ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଶ୍ୱଶାନ୍ତି ଓ ମୂଲ୍ୟବୋଧ ଭିତକ
Read More...

ପୁଣେ ପଠାଗଲା ବ୍ରିଟେନ ଫେରନ୍ତାଙ୍କ ସ୍ବାବ୍ ନମୁନା

ଭୁବନେଶ୍ଵର: ବ୍ରିଟେନରେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହେବା ପରେ ଏହାକୁ ନେଇ ଚାରିଆଡ଼େ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଭୁବନେଶ୍ଵରକୁ ବ୍ରିଟେନରୁ ଜଣେ ବ୍ୟକ୍ତି ଫେରିବା ଏବଂ ସେ କରୋନା ପଜିଟିଭ୍‌ ବାହାରିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।
Read More...

ଜାମ୍ମୁରୁ ୪ ଆତଙ୍କବାଦୀ ଗିରଫ

ଜାମ୍ମୁ: ଜାମ୍ମୁ-କାଶ୍ମୀରରୁ ଗୁରୁବାର ୪ ଆତଙ୍କବାଦୀ ଗିରଫ ହୋଇଛନ୍ତି। ସେନା ପକ୍ଷରୁ ଅବନ୍ତୀପୋରା ଜିଲାରେ ସର୍ଚ୍ଚ ଅପରେଶନ ଜାରି ରହିଥିବାବେଳେ ଏହି ଆତଙ୍କବାଦୀମାନେ ଧରାପଡ଼ିଛନ୍ତି। ସମସ୍ତ ଆତଙ୍କବାଦୀ ଅଲ-ବଦର ସଂଗଠନର ବୋଲି ଜଣାପଡ଼ିଛି। ଗିରଫଦାରି ପରେ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍‌
Read More...

ଗୁରୁଦେବଙ୍କ ବାର୍ତ୍ତା ହିଁ ଆତ୍ମନିର୍ଭର ଭାରତର ଆଧାରଶୀଳା: ପ୍ରଧାନମନ୍ତ୍ରୀ

କଲକାତା: ବିଶ୍ଵଭାରତୀୟ ବିଶ୍ଵବିଦ୍ୟାଳୟର ୧୦୦ ବର୍ଷର ଯାତ୍ରା ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ପ୍ରତିଷ୍ଠାତା ରବୀନ୍ଦ୍ର ନାଥ ଟାଗୋର ଭାରତ ପାଇଁ ଯେଉଁ ସ୍ବପ୍ନ ଦେଖିଥିଲେ, ତାହାକୁ ସାକାର କରିବା ପାଇଁ ଏହି ଅନୁଷ୍ଠାନ ସାରା ଦେଶକୁ ଶକ୍ତି ଯୋଗାଉଛି। ଗୁରୁଦେବ ବିଶ୍ଵଭାରତୀକୁ ଏପରି ଭାବେ
Read More...