ରାଷ୍ଟ୍ରପତି ଭବନ ପଦଯାତ୍ରା ବେଳେ ପ୍ରିୟଙ୍କା ଗାନ୍ଧୀ ଓ ଅନ୍ୟ କଂଗ୍ରେସ ନେତା ଅଟକ
ନୂଆଦିଲ୍ଲୀ: କେନ୍ଦ୍ରର ନୂଆ କୃଷକ ଆଇନ ବିରୋଧରେ ୨ କୋଟି ଦସ୍ତଖତ ସମ୍ବଳିତ ଏକ ସ୍ମାରକପତ୍ର ଦାଖଲ କରିବାକୁ ଗୁରୁବାର ସକାଳେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ପ୍ରତିନିଧି ଦଳ ରାଷ୍ଟ୍ରପତି ଭବନ ଅଭିମୁଖେ ପଦଯାତ୍ରାରେ ଯାଉଥିବା ବେଳେ ଦିଲ୍ଲୀ ପୁଲିସ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ!-->…
Read More...
Read More...