ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟ ହେଉଛି ମିନି ଇଣ୍ଡିଆ: ମୋଦୀ
ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଠାରେ ଏକ ସ୍ୱତନ୍ତ୍ର ଡାକ ଟିକଟ ଜାରି କରିବା ସହିତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ | ମୋଦୀ ତାଙ୍କ!-->…
Read More...
Read More...