ଇସ୍ତଫା ଦେଲେ ତୃଣମୂଳ କଂଗ୍ରେସର ବିଧାୟକ ଶୀଳଭଦ୍ର ଦତ୍ତ
କୋଲ୍କାତା: ଉତ୍ତର ୨୪ ପ୍ରଗଣାର ବାରାକପୁର ନିର୍ବାଚନ ମଣ୍ଡଳୀର ତୃଣମୂଳ କଂଗ୍ରେସର ବିଧାୟକ ଶୀଳଭଦ୍ର ଦତ୍ତ ଶୁକ୍ରବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି।
ରାଜ୍ୟ ବିଧାନସଭା ନିର୍ବାଚନ ମାତ୍ର ୫ ମାସ ବାକି ଥିବା ବେଳେ ଦଳରୁ ଜଣକ ପରେ ଜଣେ ବିଧାୟକ ଇସ୍ତଫା ଦେବା ଘଟଣା ଶାସକ ତୃଣମୂଳ କଂଗ୍ରେସ!-->!-->!-->…
Read More...
Read More...