ଆସନ୍ତାକାଲି ଆଗ୍ରା ମେଟ୍ରୋ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ପୂର୍ବାହ୍ନରେ ଆଗ୍ରା ମେଟ୍ରୋ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିବେ। ଏହି ପ୍ରକଳ୍ପରେ ୨୯ଦଶମିକ ୪କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଦୁଇଟି କରିଡର ନିର୍ମାଣ କରାଯାଇଛି। ପରିବେଶ ଅନୁକୂଳ!-->…
Read More...
Read More...