ନିର୍ମାଣଧୀନ କାନ୍ଥ ଭୁଷୁଡ଼ି ୮ ମୃତ ; ୬ ଆହତ
ରାଜସ୍ଥାନ : ରାଜସ୍ଥାନର ଜୋଧପୁର ଜିଲା ବାସନୀ ଅଞ୍ଚଳରେ ଏକ ନିର୍ମାଣଧୀନ କାରଖାନାର କାନ୍ଥ ଭୁଷୁଡି ୮ ଜଣ ଶ୍ରମିକଙ୍କ ମୃତ୍ୟୁ ହେବା ସହ ୬ ଆହତ ହୋଇଥିବା ବୁଧବାର ଜଣାପଡ଼ିଛି। ଏହି ଘଟଣାର ଗତକାଲି ସନ୍ଧ୍ୟାରେ ଘଟିଥିଲା।ପୁଲିସ ସୂଚନା ଅନୁଯାୟୀ, ଏହି ଦୁର୍ଘଟଣା ସମୟରେ ଶ୍ରମିକଙ୍କୁ ଉଦ୍ଧାର!-->…
Read More...
Read More...