ଭାରସାମ୍ୟ ଓଲଟିଲା ଭ୍ୟାନ ୬ ମୃତ; ୯ଗୁରୁତର
ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଥାଣ୍ଟିକୋଣ୍ଡା ଗାଁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଶୁକ୍ରବାର ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ୬ ଜଣଙ୍କରମୃତ୍ୟୁ ହୋଇଥିବା ବେଳେ ୯ ଜଣ ଗୁରୁତର ହୋଇଛନ୍ତି।!-->…
Read More...
Read More...