୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୮୯୫ ମୃତ
ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୬୩ , ୩୭୧ ନୂଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାସହ ୮୯୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୨ ହଜାର ୧୬୧ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭୦ ହଜାର ୪୬୯କୁ ବୃଦ୍ଧି ପାଇଛି। ମୋଟ ୮,୦୪,୫୨୮!-->…
Read More...
Read More...