୨୬କୁ ଘୁଞ୍ଚିଲା ଦିଲୀପ ରାୟଙ୍କ ଦଣ୍ଡବିଧାନ
ନୂଆଦିଲ୍ଲୀ: କୋଇଲା ଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦଣ୍ଡବିଧାନ ଆସନ୍ତା ଅକ୍ଟୋବର ୨୬ ତାରିଖକୁ ଘୁଞ୍ଚିଛି। ତେବେ ଏହି ମାମଲାରେ ସମସ୍ତ ଦୋଷୀକୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ସ୍ୱତନ୍ତ୍ର କୋର୍ଟର ଜଜ୍ ଭାରତ ପରାସର ନିର୍ଦ୍ଦେଶ!-->…
Read More...
Read More...