Browsing Category

ଦେଶ

୨୪ଘଣ୍ଟାରେ ୭୪,୬୩୨ଜଣ ସୁସ୍ଥ, ୬୩,୫୦୯ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ହାରାହାରି ୯୦ ହଜାର ଉପରେ ରହୁଥିବା ବେଳେ ଏବେ ତାହା ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି । ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା
Read More...

୨୬କୁ ଘୁଞ୍ଚିଲା ଦିଲୀପ ରାୟଙ୍କ ଦଣ୍ଡବିଧାନ

ନୂଆଦିଲ୍ଲୀ: କୋଇଲା ଦୁର୍ନୀତିରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦଣ୍ଡବିଧାନ ଆସନ୍ତା ଅକ୍ଟୋବର ୨୬ ତାରିଖକୁ ଘୁଞ୍ଚିଛି। ତେବେ ଏହି ମାମଲାରେ ସମସ୍ତ ଦୋଷୀକୁ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ ସ୍ୱତନ୍ତ୍ର କୋର୍ଟର ଜଜ୍ ଭାରତ ପରାସର ନିର୍ଦ୍ଦେଶ
Read More...

ଗାଈ ଗୋବରରୁ ନିର୍ମିତ ମୋବାଇଲ୍ ଚିପ୍‌ : କାମଧେନୁ ଆୟୋଗ

ନୂଆଦିଲ୍ଲୀ : ମୋବାଇଲ୍‌ରୁ ବହାରୁଥିବା କ୍ଷତିକାରକ ବିକିରଣ ରୋକିବାରେ ଗାଈ ଗୋବରରୁ ନିର୍ମିତ ଚିପ୍‌ ସକ୍ଷମ । ଏନେଇ ଜାତୀୟ କାମଧେନୁ ଆୟୋଗର ଅଧ୍ୟକ୍ଷ ବଲ୍ଲଭ ଭାଇ କଥିରିଆ ଦାବି କରିଛନ୍ତି । ସେ କହିଛନ୍ତି ଯେ ମୋବାଇଲ୍‌ ଫୋନରୁ ନିର୍ଗତ କ୍ଷତିକାରକ ବିକିରଣ ଯାହା ମଣିଷ ପାଇଁ ବପଦଜ୍ଜନକ
Read More...

ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁର ସଂଖ୍ୟା କମୁଛି

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଏଇ କିଛି ଦିନ ହେବ ହ୍ରାସା ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି।  ଗତ ୨୪ ଘଣ୍ଟାରେ ୫୩ ହଜାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ
Read More...

ଫାରୁକଙ୍କ ବୟାନ: ଧାରା ୩୭୦ ଚୀନ୍ ସହାୟତାରେ ଲାଗୁ ହେବ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପୂର୍ବତନ ମୁଖମନ୍ତ୍ରୀ ତଥା ନ୍ୟାସନାଲ କନ୍ଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ଧାରା ୩୭୦ ନେଇ ଏକ ବିବାଦୀୟ ତଥା ଉତେଜନା ସୃଷ୍ଟିକାରୀ ବୟାନ ଦେଇଛନ୍ତି । ଚୀନ୍ ସମର୍ଥନରେ ଜମ୍ମୁ କାଶ୍ମୀରରେ ପୁଣି ଥରେ ଧାରା ୩୭୦ ଲାଗୁ କରାଯିବ ଏବଂ ପୂର୍ଣ୍ଣାଙ୍ଗ ରାଜ୍ୟ
Read More...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୁଇ ଦିନିଆ କୁଏତ ଗସ୍ତ

ନୂଆଦିଲ୍ଲୀ: କୁଏତର ସମ୍ରାଟ ଶେକ ସହବା ଅଲ-ସବାହଙ୍କ ବିୟୋଗରେ ଭାରତର ଶୋକ ସନେ୍ଦଶ ଦେବା ପାଇଁ (ରବିବାର)ଠାରୁ ଦୁଇଦିନିଆ କୁଏତ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ ସନେ୍ଦଶ ପତ୍ରକୁ ଏତର ନୂଆ ସମ୍ରାଟ ଶେକ ନୱାଫ
Read More...

ମହେନ୍ଦ୍ର ସିଂହ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ ଧମକ ଦେଇଥିବା ନାବାଳକ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: କିଛି ଦିନ ତଳେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ହ ଧୋନିଙ୍କ ଝିଅ ଜିଭାଙ୍କୁ ଦୁଷ୍କର୍ମ କରିବ‌ାର ଧମକ ଦିଆଯାଉଥିବାର ଖବର ସାମ୍ନାକୁ ଆସିଥିଲା। ସୋସିଆଲ ମିଡିଆ ମାଧ୍ୟମରେ ମହେନ୍ଦ୍ର ସିଂ ଧୋନି ଏବଂ ତାଙ୍କ
Read More...

ଏନକାଉଣ୍ଟରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶ୍ରୀନଗରେ ଥିବା ରାମବାଗ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଚାଲିଥିବା ଗୁଳି ବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାମବାଗ ଅଞ୍ଚଳରେ ୨-୩ଜଣ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ପୁଲିସ ଏବଂ ସିଆରପିଏଫ
Read More...

ମୁମ୍ବାଇରେ ବିଦ୍ୟୁତ ସେବା ବାଧାପ୍ରାପ୍ତ

ମୁମ୍ବାଇ: ମୁମ୍ବାଇରେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଛି। ଗ୍ରୀଡ୍ ଫେଲ ମାରିବାରୁ ମୁମ୍ବାଇର ଅନେକ ଅଞ୍ଚଳରେ ବିଦ୍ୟୁତ ସେବା ଠପ୍ ହୋଇଯାଇଥିବା ଜଣା ପଡ଼ିଛି। ହଠାତ୍ ଏଭଳି ହେବାରୁ ଲୋକାଲ ଟ୍ରେନ ଓ ମେଟ୍ରୋ ସେବା ବାଧାପ୍ରାପ୍ତ ହୋଇଛି। ଅଧା ବାଟରେ ଲୋକାଲ ଟ୍ରେନ ଓ ମେଟ୍ରୋ ଅଟକିବା ପରେ
Read More...

୨୪ଘଣ୍ଟାରେ ୬୬,୭୩୨କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ପ୍ରାୟ ୬୬ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୧ ଲକ୍ଷ ପାର କରିଛି।  ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ
Read More...